ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଜୁନ୍‌ ପୃଷ୍ଠା ୨
  • ୪-୧୦ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଜୁନ୍‌ ପୃଷ୍ଠା ୨

୪-୧୦ ଜୁନ୍‌

ମାର୍କ ୧୫-୧୬

  • ଗୀତ ୪୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯୀଶୁଙ୍କଠାରେ ଭବିଷ୍ୟତବାଣୀ ପୂରଣ ହେଲା”: (୧୦ ମି.)

    • ମାର୍କ ୧୫:୩-୫—ଯେତେବେଳେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରାଗଲା, ସେ ନୀରବ ରହିଲେ

    • ମାର୍କ ୧୫:୨୪, ୨୯, ୩୦—ତାହାଙ୍କ ବସ୍ତ୍ର ପାଇଁ ଗୁଲିବାଣ୍ଟ କରାଗଲା ଏବଂ ତାହାଙ୍କୁ ପରିହାସ କରାଗଲା (ଅଧ୍ୟୟନ ବାଇବଲ—ମାର୍କ ୧୫:୨୪, ୨୯ ଅଧ୍ୟୟନ ତଥ୍ୟ)

    • ମାର୍କ ୧୫:୪୩, ୪୬—ତାହାଙ୍କୁ ଧନୀମାନଙ୍କ ସହିତ କବର ଦିଆଗଲା (ଅଧ୍ୟୟନ ବାଇବଲ—ମାର୍କ ୧୫:୪୩ ଅଧ୍ୟୟନ ତଥ୍ୟ)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ମାର୍କ ୧୫:୨୫—ଯୀଶୁଙ୍କୁ କେତେବେଳେ କାଠଖୁଣ୍ଟରେ ଚଢ଼ାଗଲା, ସେବିଷୟରେ ସୁସମାଚାର ବହିଗୁଡ଼ିକରେ କାହିଁକି ଭିନ୍ନ ଭିନ୍ନ ସମୟ ଦିଆଯାଇଛି? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ମାର୍କ ୧୬:୮—ନୂତନ ଜଗତ ଅନୁବାଦର ସଂଶୋଧିତ ସଂସ୍କରଣରେ ମାର୍କ ୧୬ ଅଧ୍ୟାୟର ୯ରୁ ୨୦ ପଦ କାହିଁକି ଦିଆଯାଇ ନାହିଁ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରୁ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ମାର୍କ ୧୫:୧-୧୫

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ।

  • ବାଇବଲ ଅଧ୍ୟୟନ: (୬ ମି. କିମ୍ବା ତାʼଠାରୁ କମ୍‌) ଯିହୋବାଙ୍କ ଇଚ୍ଛା ପାଠ ୨

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୧

  • “ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କରନ୍ତୁ”: (୧୫ ମି.) ଆଲୋଚନା। ଯିହୋବାଙ୍କ ନାମ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୦ ¶୧-୨

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୨୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ