ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଜୁନ୍‌ ପୃଷ୍ଠା ୫
  • ୧୮-୨୪ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଜୁନ୍‌ ପୃଷ୍ଠା ୫

୧୮-୨୪ ଜୁନ୍‌

ଲୂକ ୨-୩

  • ଗୀତ ୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ପିଲାମାନେ, ଆପଣ ଯିହୋବାଙ୍କ ସହିତ ନିଜ ସମ୍ପର୍କକୁ ଦୃଢ଼ କରୁଛନ୍ତି କି?”: (୧୦ ମି.)

    • ଲୂକ ୨:୪୧, ୪୨—ଯୀଶୁ ନିଜ ପିତାମାତାଙ୍କ ସହିତ ପ୍ରତିବର୍ଷ ନିସ୍ତାର ପର୍ବ ପାଳନ କରିବାକୁ ଯାଉଥିଲେ (ଅଧ୍ୟୟନ ବାଇବଲ—ଲୂକ ୨:୪୧ ଅଧ୍ୟୟନ ତଥ୍ୟ)

    • ଲୂକ ୨:୪୬, ୪୭—ଯୀଶୁ ପଣ୍ଡିତମାନଙ୍କ କଥା ଶୁଣୁଥିଲେ ଏବଂ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୨:୫୧, ୫୨—ଯୀଶୁ ଲଗାତାର ନିଜ ପିତାମାତାଙ୍କର “ବଶୀଭୂତ ହୋଇ ରହିଲେ” ଏବଂ ତାହାଙ୍କ ଉପରେ ଉଭୟ ଈଶ୍ୱର ଓ ଲୋକମାନଙ୍କର ଅନୁଗ୍ରହ ଥିଲା (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଲୂକ ୨:୧୪—ଏହି ପଦର ଅର୍ଥ କʼଣ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୩:୨୩—ଯୋଷେଫଙ୍କ ପିତା କିଏ ଥିଲେ? (ପ୍ରସ୧୬.୩-ଇଂ ୯ ¶୧-୩)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଲୂକ ୨:୧-୨୦

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ। ଆପଣଙ୍କ ଅଞ୍ଚଳରେ ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ।

  • ଦ୍ୱିତୀୟ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ଭାଷଣ: (୬ ମି. କିମ୍ବା ତାʼଠାରୁ କମ୍‌) ପ୍ର୧୪-ହି ୨/୧୫ ୨୬-୨୭—ବିଷୟବସ୍ତୁ: ପ୍ରଥମ ଶତାବ୍ଦୀର ଯିହୁଦୀମାନେ କେଉଁ ଆଧାରରେ ଖ୍ରୀଷ୍ଟଙ୍କର “ଅପେକ୍ଷାରେ” ଥିଲେ?

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୧

  • “ପିତାମାତାମାନେ, ପିଲାଙ୍କୁ ଶିଖାଇବାରେ କୌଣସି ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ”: (୧୫ ମି.) ଆଲୋଚନା। ସେମାନେ ସୁଯୋଗକୁ ହାତଛଡ଼ା କଲେ ନାହିଁ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୧ ¶୧-୩

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ