ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଜୁଲାଇ ପୃଷ୍ଠା ୫
  • ୨୩-୨୯ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୩-୨୯ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଜୁଲାଇ ପୃଷ୍ଠା ୫

୨୩-୨୯ ଜୁଲାଇ

ଲୂକ ୧୨-୧୩

  • ଗୀତ ୨୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ”: (୧୦ ମି.)

    • ଲୂକ ୧୨:୬—ଏପରିକି ଛୋଟ ଚଢ଼େଇମାନଙ୍କୁ ମଧ୍ୟ ଈଶ୍ୱର ଭୁଲନ୍ତି ନାହିଁ (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୧୨:୭—ଯିହୋବା ଆମ ବିଷୟରେ ଛୋଟରୁ ଛୋଟ କଥା ଜାଣନ୍ତି, ଯେଉଁଥିରୁ ଜଣାପଡ଼େ ଯେ ତାହାଙ୍କର ଆମ ପ୍ରତି କେତେ ଆଗ୍ରହ ରହିଛି (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୧୨:୭—ଯିହୋବା ଆମ ମଧ୍ୟରୁ ପ୍ରତ୍ୟେକଙ୍କୁ ବହୁମୂଲ୍ୟ ମନେ କରନ୍ତି [ଯିହୋବାଙ୍କ ନିକଟବର୍ତ୍ତୀ (ହିନ୍ଦୀ) ୨୪୧ ¶୪-୫]

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଲୂକ ୧୩:୨୪—ଯୀଶୁଙ୍କ ଏହି ପରାମର୍ଶର ଅର୍ଥ କʼଣ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୧୩:୩୩—ଯୀଶୁ କାହିଁକି ଏପରି କହିଲେ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଲୂକ ୧୨:୨୨-୪୦

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ଦ୍ୱିତୀୟ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଘରମାଲିକଙ୍କୁ ସଭାକୁ ନିମନ୍ତ୍ରଣ କରନ୍ତୁ ।

  • ତୃତୀୟ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) କୌଣସି ପଦ ବାଛନ୍ତୁ ଏବଂ ଅଧ୍ୟୟନ ପାଇଁ ବ୍ୟବହୃତ ହେଉଥିବା କୌଣସି ଏକ ପ୍ରକାଶନ ଦିଅନ୍ତୁ ।

  • ବାଇବଲ ଅଧ୍ୟୟନ: (୬ ମି. କିମ୍ବା ତାʼଠାରୁ କମ୍‌) ପ୍ରେମରେ ସ୍ଥିର (ହିନ୍ଦୀ) ୨୧୪-୨୧୫ ¶୪-୫

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୨

  • ଏକାକୀ କିନ୍ତୁ ପରିତ୍ୟାଗ କରାଯାଇ ନାହିଁ: (୧୫ ମି.) ନାମକ ଭିଡିଓ ଦେଖାନ୍ତୁ । ତାʼପରେ ଆଗକୁ ଥିବା ପ୍ରଶ୍ନଗୁଡ଼ିକ ପଚାରନ୍ତୁ:

    • ତିନି ଜଣ ପ୍ରଚାରକ କେଉଁ କେଉଁ କଠିନ ପରିସ୍ଥିତିର ସାମନା କରିଛନ୍ତି?

    • ଯିହୋବା କିପରି ଦେଖାଇଛନ୍ତି ଯେ ସେ ସେମାନଙ୍କୁ ଭୁଲି ନାହାନ୍ତି?

    • ତିନି ପ୍ରଚାରକ ନିଜ ସମସ୍ୟା ସତ୍ତ୍ୱେ କିପରି ଯିହୋବାଙ୍କ ସେବା କରିବା ବଜାୟ ରଖିଛନ୍ତି ଏବଂ ଏଥିରୁ ଅନ୍ୟମାନଙ୍କୁ କିପରି ପ୍ରୋତ୍ସାହନ ମିଳିଛି?

    • ମଣ୍ଡଳୀରେ ଯେଉଁ ଭାଇଭଉଣୀମାନେ ରୋଗ କିମ୍ବା ବୃଦ୍ଧାବସ୍ଥାର ସାମନା କରୁଛନ୍ତି, ସେମାନଙ୍କୁ ଆପଣ କିପରି ପ୍ରେମ ଦେଖାଇପାରିବେ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୩ ¶୫-୮

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୨୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ