ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଅଗଷ୍ଟ ପୃଷ୍ଠା ୫
  • ୨୦-୨୬ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୦-୨୬ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଅଗଷ୍ଟ ପୃଷ୍ଠା ୫

୨୦-୨୬ ଅଗଷ୍ଟ

ଲୂକ ୨୧-୨୨

  • ଗୀତ ୧୫୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ”: (୧୦ ମି.)

    • ଲୂକ ୨୧:୨୫—ମହାକ୍ଳେଶ ସମୟରେ ଭୟଙ୍କର ଘଟଣାସବୁ ଘଟିବ [ଈଶ୍ୱରଙ୍କ ରାଜ୍ୟ (ହିନ୍ଦୀ) ୨୨୬ ¶୯]

    • ଲୂକ ୨୧:୨୬—ଯିହୋବାଙ୍କ ଶତ୍ରୁମାନଙ୍କ ମଧ୍ୟରେ ଆତଙ୍କ ଖେଳିଯିବ

    • ଲୂକ ୨୧:୨୭, ୨୮—ଯୀଶୁଙ୍କର ଆଗମନର ଅର୍ଥ ହେବ, ବିଶ୍ୱସ୍ତ ଲୋକମାନଙ୍କର ମୁକ୍ତି (ପ୍ର୧୬.୦୧-ହି ୧୦-୧୧ ¶୧୭; ପ୍ର୧୫-ହି ୭/୧୫ ୧୭-୧୮ ¶୧୩)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଲୂକ ୨୧:୩୩—ଏ ପଦରେ ଯୀଶୁଙ୍କ ଏପରି କହିବାର ଅର୍ଥ କʼଣ ହୋଇପାରେ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଲୂକ ୨୨:୨୮-୩୦—ଯୀଶୁ କେଉଁ ନିୟମ କରିଥିଲେ, ଏହା କେଉଁମାନଙ୍କ ସହିତ କରିଥିଲେ ଏବଂ ଏହାଦ୍ୱାରା କʼଣ ସମ୍ଭବ ହେଲା? (ପ୍ର୧୪-ହି ୧୦/୧୫ ୧୬-୧୭ ¶୧୫-୧୬)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଲୂକ ୨୨:୩୫-୫୩

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଆପଣଙ୍କ ଅଞ୍ଚଳରେ ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଘରମାଲିକ ଆପଣଙ୍କୁ କହନ୍ତି ଯେ ସେ ବ୍ୟସ୍ତ ଅଛନ୍ତି ।

  • ଦ୍ୱିତୀୟ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୨୬

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୫ ¶୫-୭

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ