ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଅକ୍ଟୋବର ପୃଷ୍ଠା ୨
  • ୧-୭ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧-୭ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଅକ୍ଟୋବର ପୃଷ୍ଠା ୨

୧-୭ ଅକ୍ଟୋବର

ଯୋହନ ୯-୧୦

  • ଗୀତ ୧୪୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯୀଶୁ ନିଜ ମେଷମାନଙ୍କର ଯତ୍ନ ନିଅନ୍ତି”: (୧୦ ମି.)

    • ଯୋହ ୧୦:୧-୩, ୧୧, ୧୫—“ଉତ୍ତମ ମେଷପାଳକ” ଯୀଶୁ ନିଜ ପ୍ରତ୍ୟେକ ମେଷକୁ ଜାଣନ୍ତି ଏବଂ ତାʼର ଆବଶ୍ୟକତା ପୂରଣ କରନ୍ତି (ଅଧ୍ୟୟନ ବାଇବଲ—ଚିତ୍ର; ପ୍ର୧୧-ହି ୫/୧୫ ୭-୮ ¶୫)

    • ଯୋହ ୧୦:୪, ୫—ମେଷମାନେ ଯୀଶୁଙ୍କ ସ୍ୱର ଚିହ୍ନନ୍ତି, ଅଚିହ୍ନା ଲୋକମାନଙ୍କର ନୁହେଁ [ଅନୁଗମନ କର (ହିନ୍ଦୀ) ୧୨୫ ¶୧୭]

    • ଯୋହ ୧୦:୧୬—ଯୀଶୁଙ୍କର ମେଷମାନଙ୍କ ମଧ୍ୟରେ ଏକତା ଅଛି (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଯୋହ ୯:୩୮—ଅନ୍ଧ ବ୍ୟକ୍ତି ଜଣକ କʼଣ ଭାବି ଯୀଶୁଙ୍କୁ ପ୍ରଣାମ କଲା? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଯୋହ ୧୦:୨୨—ପ୍ରତିଷ୍ଠା ପର୍ବ କʼଣ ଥିଲା? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରୁ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଯୋହ ୯:୧-୧୭

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ ।

  • ବାଇବଲ ଅଧ୍ୟୟନ: (୬ ମି. କିମ୍ବା ତାʼଠାରୁ କମ୍‌) ଖୁସିର ଖବର ପାଠ ୧୪ ¶୧-୨

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୨୮

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବାଇବଲର ବାର୍ତ୍ତା ପାଠ ୬

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୨୯ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ