ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଫେବୃୟାରୀ ପୃଷ୍ଠା ୨
  • ୪-୧୦ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଫେବୃୟାରୀ ପୃଷ୍ଠା ୨

୪-୧୦ ଫେବୃୟାରୀ

ରୋମୀୟ ୧-୩

  • ଗୀତ ୮୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆପଣଙ୍କ ବିବେକକୁ ତାଲିମ ଦେବା ଜାରି ରଖନ୍ତୁ”: (୧୦ ମି.)

    • [ରୋମୀୟ ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ ।]

    • ରୋମୀ ୨:୧୪, ୧୫—ପ୍ରତ୍ୟେକ ବ୍ୟକ୍ତିଠାରେ ବିବେକ ଥାଏ [ପ୍ରେମରେ ସ୍ଥିର (ହିନ୍ଦୀ) ୧୮ ¶୬]

    • ରୋମୀ ୨:୧୫—ଆମେ ନିଜ ବିବେକକୁ ତାଲିମ ଦେବା ଉଚିତ୍‌, ତେବେଯାଇ ଏହା ଆମକୁ ସଠିକ୍‌ ବାଟ ଦେଖାଇବ [ପ୍ରେମରେ ସ୍ଥିର (ହିନ୍ଦୀ) ୧୯-୨୦ ¶୮-୯]

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ରୋମୀ ୩:୪—ଆମେ “ଈଶ୍ୱର ସତ୍ୟ ବୋଲି ସ୍ୱୀକାର” କିପରି କରିଥାଉ? (ପ୍ର୦୮-ହି ୬/୧୫ ୩୦ ¶୫)

    • ରୋମୀ ୩:୨୪, ୨୫—“ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି”, ତାହା କିପରି “ପୂର୍ବକୃତ ପାପସବୁ ଉପେକ୍ଷା” କରେ? (ପ୍ର୦୮-ହି ୬/୧୫ ୨୯ ¶୬)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ରୋମୀ ୧:୧-୧୭ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପଢ଼ିବା ଓ ଶିଖାଇବାରେ ନିଜ ଦକ୍ଷତା ବଢ଼ାନ୍ତୁ: (୧୦ ମି.) ଆଲୋଚନା । କଥାବାର୍ତ୍ତାର ଶୈଳୀରେ କହିବା ଭିଡିଓ ଦେଖାନ୍ତୁ । ତାʼପରେ ଶିଖାଇବା ପୁସ୍ତିକାର ଅଧ୍ୟୟନ ୨ ଉପରେ ଆଲୋଚନା କରନ୍ତୁ ।

  • ଭାଷଣ: (୫ ମି. କିମ୍ବା ତାʼଠାରୁ କମ୍‌) ପ୍ର୦୬-ହି ୬/୧ ୧୨-୧୩—ବିଷୟବସ୍ତୁ: ନିଜର ଓ ଅନ୍ୟମାନଙ୍କର ସାମର୍ଥ୍ୟର ସୀମା ବିଷୟରେ ସଠିକ୍‌ ଦୃଷ୍ଟିକୋଣ ରଖନ୍ତୁ । (ଶିଖାଇବା ଅଧ୍ୟୟନ ୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୬

  • “କʼଣ ଆପଣ ଈଶ୍ୱରଙ୍କ ଅଦୃଶ୍ୟ ଗୁଣଗୁଡ଼ିକ ପ୍ରତି ଧ୍ୟାନ ଦିଅନ୍ତି?”: (୧୫ ମି.) ଆଲୋଚନା । ଅଦ୍ଭୁତ ସୃଷ୍ଟି ଈଶ୍ୱରଙ୍କ ମହିମା କରେ—ଆଲୋକ ଓ ରଙ୍ଗ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବାଇବଲର ବାର୍ତ୍ତା ପାଠ ୨୪

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୧୦୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ