ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ମାର୍ଚ୍ଚ ପୃଷ୍ଠା ୪
  • ୧୮-୨୪ ମାର୍ଚ୍ଚ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ମାର୍ଚ୍ଚ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ମାର୍ଚ୍ଚ ପୃଷ୍ଠା ୪

୧୮-୨୪ ମାର୍ଚ୍ଚ

୧ କରିନ୍ଥୀୟ ୧-୩

  • ଗୀତ ୧୨୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆପଣଙ୍କ ମନ ସାଂସାରିକ ନା ଆତ୍ମିକ?”: (୧୦ ମି.)

    • [୧ କରିନ୍ଥୀୟ ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ ।]

    • ୧କରି ୨:୧୪—“ସାଂସାରିକ” ମନ ରଖିବାର ଅର୍ଥ କʼଣ? (ପ୍ର୧୮.୦୨-ହି ୧୯ ¶୪-୫)

    • ୧କରି ୨:୧୫, ୧୬—“ଆତ୍ମିକ” ମନ ରଖିବାର ଅର୍ଥ କʼଣ? (ପ୍ର୧୮.୦୨-ହି ୧୯ ¶୬; ୨୨ ¶୧୫

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ୧କରି ୧:୨୦—ଈଶ୍ୱର “ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ” କିପରି କଲେ? (ଇନସାଇଟ୍‌-୨ ୧୧୯୩ ¶୧)

    • ୧କରି ୨:୩-୫—ପାଉଲଙ୍କଠାରୁ ଆମେ କʼଣ ଶିଖୁ? (ପ୍ର୦୮-ହି ୭/୧୫ ୨୭ ¶୬)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ୧କରି ୧:୧-୧୭ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପ୍ରଥମ ପୁନଃସାକ୍ଷାତ: (୪ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଆମକୁ ଶିଖାଏ ବହି ବିଷୟରେ କୁହନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୮

  • “ପ୍ରଚାର ସେବାରେ ଆମେ ନିଜ ଦକ୍ଷତା କିପରି ବଢ଼ାଇବା—ଚିଠି ଲେଖି ସାକ୍ଷ୍ୟ ଦେବାରେ”: (୮ ମି.) ଆଲୋଚନା ।

  • ୨୩ ମାର୍ଚ୍ଚ ଶନିବାରରୁ ସ୍ମାରକ ନିମନ୍ତ୍ରଣ ଅଭିଯାନ ଆରମ୍ଭ: (୭ ମି.) ସେବା ଅଧ୍ୟକ୍ଷଙ୍କ ଦ୍ୱାରା ପରିଚାଳନା । ସଭାରେ ଆସିଥିବା ସମସ୍ତଙ୍କୁ ଗୋଟିଏ ଲେଖାଏଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ ଏବଂ ତାʼ ବିଷୟରେ କୁହନ୍ତୁ । ନିମନ୍ତ୍ରଣ ପତ୍ର ଦେବାର ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ । ଏହା ମଧ୍ୟ କୁହନ୍ତୁ ଯେ ପୂରା ଅଞ୍ଚଳରେ ନିମନ୍ତ୍ରଣ ପତ୍ର ଦେବା ପାଇଁ ମଣ୍ଡଳୀ କʼଣ କʼଣ ବ୍ୟବସ୍ଥା କରିଛି ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ ଅଧ୍ୟା ୨ ¶୧-୯, ଅଧିକ ବିବରଣୀ–୨

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୯୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ