ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଜୁନ୍‌ ପୃଷ୍ଠା ୩
  • ୧୦-୧୬ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୦-୧୬ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଜୁନ୍‌ ପୃଷ୍ଠା ୩

୧୦-୧୬ ଜୁନ୍‌

ଏଫିସୀୟ ୧-୩

  • ଗୀତ ୧୧୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ବ୍ୟବସ୍ଥା ଏବଂ ସେଥିରୁ କʼଣ ହାସଲ ହୁଏ”: (୧୦ ମି.)

    • [ଏଫିସୀୟ ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ।]

    • ଏଫି ୧:୮, ୯—ଖ୍ରୀଷ୍ଟଙ୍କ ରାଜ୍ୟ ‘ନିଗୂଢ଼ତତ୍ତ୍ୱର’ ଏକ ଭାଗ ଅଟେ (ଇନସାଇଟ୍‌-୨ ୮୩୭ ¶୪)

    • ଏଫି ୧:୧୦—ଯିହୋବା ପୃଥିବୀ ଓ ସ୍ୱର୍ଗର ସମସ୍ତ ପ୍ରାଣୀମାନଙ୍କୁ ଏକତ୍ର କରୁଛନ୍ତି (ପ୍ର୧୨-ହି ୭/୧୫ ୨୭-୨୮ ¶୩-୪)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଏଫି ୩:୧୩—ପାଉଲ ଏପରି କାହିଁକି କହିଲେ ଯେ ତାଙ୍କ ଦୁଃଖକଷ୍ଟ ଯୋଗୁଁ ଏଫିସର ଭାଇମାନଙ୍କ “ଗୌରବ” ହେବ ? (ପ୍ର୧୩-ହି ୨/୧୫ ୨୮ ¶୧୫)

    • ଏଫି ୩:୧୯—ଆମେ ‘ଖ୍ରୀଷ୍ଟଙ୍କ ପ୍ରେମକୁ’ କିପରି ଜାଣିପାରିବା ? [ଯିହୋବାଙ୍କ ନିକଟବର୍ତ୍ତୀ (ହିନ୍ଦୀ) ୨୯୯ ¶୨୧]

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଏଫି ୧:୧-୧୪ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ। (ଶିଖାଇବା ଅଧ୍ୟୟନ ୧)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ। ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ। (ଶିଖାଇବା ଅଧ୍ୟୟନ ୩)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ। ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ଏକ ପ୍ରକାଶନ ଦିଅନ୍ତୁ। (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୫

  • “ବ୍ୟକ୍ତିଗତ ଅଧ୍ୟୟନରୁ ଅଧିକରୁ ଅଧିକ ଲାଭ ପାଆନ୍ତୁ”: (୧୫ ମି.) ଆଲୋଚନା। ଗଭୀର ଭାବେ ଅଧ୍ୟୟନ କରି ‘ବାକ୍ୟକୁ ଦୃଢ଼ ଭାବେ ଧରି ରଖନ୍ତୁ’ (ହିନ୍ଦୀ) ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ ଅଧ୍ୟା ୫ ¶୧୮-୨୨, ଅଧିକ ବିବରଣୀ—୧୬

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୯ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ