ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଜୁନ୍‌ ପୃଷ୍ଠା ୪
  • ୧୭-୨୩ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୭-୨୩ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଜୁନ୍‌ ପୃଷ୍ଠା ୪

୧୭-୨୩ ଜୁନ୍‌

ଏଫିସୀୟ ୪-୬

  • ଗୀତ ୭୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର”: (୧୦ ମି.)

    • ଏଫି ୬:୧୧-୧୩—ଆମେ ନିଜକୁ ଶୟତାନ ଓ ତାʼର ଦୁଷ୍ଟ ଦୂତମାନଙ୍କଠାରୁ ସୁରକ୍ଷିତ ରଖିବା ଉଚିତ୍‌ (ପ୍ର୧୮.୦୫-ହି ୨୭ ¶୧)

    • ଏଫି ୬:୧୪, ୧୫—ସତ୍ୟ, ଧାର୍ମିକ ଓ ଶାନ୍ତିଦାୟକ ସୁସମାଚାର ସାହାଯ୍ୟରେ ନିଜକୁ ସୁରକ୍ଷିତ ରଖନ୍ତୁ (ପ୍ର୧୮.୦୫-ହି ୨୮-୨୯ ¶୪, ୭, ୧୦)

    • ଏଫି ୬:୧୬, ୧୭—ବିଶ୍ୱାସ, ପରିତ୍ରାଣର ଆଶା ଓ ଈଶ୍ୱରଙ୍କ ବାକ୍ୟ ସାହାଯ୍ୟରେ ନିଜକୁ ସୁରକ୍ଷିତ ରଖନ୍ତୁ (ପ୍ର୧୮.୦୫-ହି ୨୯-୩୧ ¶୧୩, ୧୬, ୨୦)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଏଫି ୪:୩୦—ଜଣେ ବ୍ୟକ୍ତି ଈଶ୍ୱରଙ୍କ ପବିତ୍ର ଶକ୍ତିକୁ କିପରି ଦୁଃଖିତ କରିପାରେ ? (ଇନସାଇଟ୍‌-୧ ୧୧୨୮ ¶୩)

    • ଏଫି ୫:୫—ଜଣେ ଲୋଭୀ ବ୍ୟକ୍ତି କିପରି ମୂର୍ତ୍ତିପୂଜା କରୁଥିବା ବ୍ୟକ୍ତି ସଙ୍ଗେ ସମାନ ? (ଇନସାଇଟ୍‌-୧ ୧୦୦୬ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଏଫି ୪:୧୭-୩୨ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ। (ଶିଖାଇବା ଅଧ୍ୟୟନ ୬)

  • ପ୍ରଥମ ପୁନଃସାକ୍ଷାତ: (୫ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ। ତାʼପରେ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କୁହନ୍ତୁ ଏବଂ ଆଲୋଚନା କରନ୍ତୁ (କିନ୍ତୁ ତାକୁ ଚଲାନ୍ତୁ ନାହିଁ)। (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୫

  • “ଯିହୋବାଙ୍କ ଚିନ୍ତାଧାରା କʼଣ ?”:(୧୫ ମି.) ଆଲୋଚନା। ଯିହୋବାଙ୍କ ଇଚ୍ଛା ଜାଣିବାର ଚେଷ୍ଟା ଜାରି ରଖନ୍ତୁ (ଲେବୀ ୧୯:୧୮) (ହିନ୍ଦୀ) ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ ଅଧ୍ୟା ୬ ¶୧-୮, ଅଧିକ ବିବରଣୀ—୧୭, ୧୮

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୪୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ