ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଅଗଷ୍ଟ ପୃଷ୍ଠା ୭
  • ୨୬ ଅଗଷ୍ଟ–୧ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ଅଗଷ୍ଟ–୧ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଅଗଷ୍ଟ ପୃଷ୍ଠା ୭

୨୬ ଅଗଷ୍ଟ–୧ ସେପ୍ଟେମ୍ବର

ଏବ୍ରୀ ୪-୬

  • ଗୀତ ୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଈଶ୍ୱରଙ୍କ ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରନ୍ତୁ”: (୧୦ ମି.)

    • ଏବ୍ରୀ ୪:୧, ୪—ଈଶ୍ୱରଙ୍କ ବିଶ୍ରାମ ଦିନ କʼଣ, ତାହା ଜାଣନ୍ତୁ (ପ୍ର୧୧-ହି ୭/୧୫ ୨୪-୨୫ ¶୩-୫)

    • ଏବ୍ରୀ ୪:୬—ଯିହୋବାଙ୍କ ଆଜ୍ଞା ପାଳନ କରନ୍ତୁ (ପ୍ର୧୧-ହି ୭/୧୫ ୨୫ ¶୬)

    • ଏବ୍ରୀ ୪:୯-୧୧—ଅବାଧ୍ୟ ହୁଅନ୍ତୁ ନାହିଁ (ପ୍ର୧୧-ହି ୭/୧୫ ୨୮ ¶୧୬-୧୭)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଏବ୍ରୀ ୪:୧୨—ଏହି ପଦରେ “ଈଶ୍ୱରଙ୍କ ବାକ୍ୟ” କʼଣ ? (ପ୍ର୧୬.୦୯-ହି ୧୩)

    • ଏବ୍ରୀ ୬:୧୭, ୧୮—ଏହି ପଦରେ ଥିବା “ଦୁଇ ଅପରିବର୍ତ୍ତନୀୟ ବିଷୟ” କʼଣ ? (ଇନସାଇଟ୍‌-୧ ୧୧୩୯ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଏବ୍ରୀ ୫:୧-୧୪ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ଦ୍ୱିତୀୟ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ଦ୍ୱିତୀୟ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ। (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି. କିମ୍ବା ତାʼଠାରୁ କମ୍‌) ପ୍ରେମରେ ସ୍ଥିର (ହିନ୍ଦୀ) ୨୨୮-୨୨୯ ¶୭-୮ (ଶିଖାଇବା ଅଧ୍ୟୟନ ୧୨)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୫

  • “ଭଲ କାମ ଯାହା ଈଶ୍ୱର ଭୁଲିବେ ନାହିଁ”: (୧୫ ମି.) ଆଲୋଚନା ବୈଥେଲ ସେବା ପାଇଁ ଆଗକୁ ଆସନ୍ତୁ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ ଅଧ୍ୟା ୯ ¶୧୦-୧୪, ଅଧିକ ବିବରଣୀ—୨୧, ୨୫

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୧୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ