ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ସେପ୍ଟେମ୍ବର ପୃଷ୍ଠା ୪
  • ୧୬-୨୨ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୬-୨୨ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ସେପ୍ଟେମ୍ବର ପୃଷ୍ଠା ୪

୧୬-୨୨ ସେପ୍ଟେମ୍ବର

ଏବ୍ରୀ ୧୧

  • ଗୀତ ୧୧୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ବିଶ୍ୱାସ କାହିଁକି ଜରୁରୀ”: (୧୦ ମି.)

    • ଏବ୍ରୀ ୧୧:୧—ବିଶ୍ୱାସର ପରିଭାଷା କʼଣ ? (ପ୍ର୧୬.୧୦-ହି ୨୭ ¶୬)

    • ଏବ୍ରୀ ୧୧:୬—ଈଶ୍ୱରଙ୍କୁ ଖୁସି କରିବା ପାଇଁ ବିଶ୍ୱାସ ଜରୁରୀ (ପ୍ର୧୩-ଇଂ ୧୧/୧ ୧୧ ¶୨-୫)

    • ଏବ୍ରୀ ୧୧:୩୩-୩୮—ପ୍ରାଚୀନ କାଳରେ ଈଶ୍ୱରଙ୍କ ସେବକମାନେ ବିଶ୍ୱାସ ଯୋଗୁଁ କଠିନ ପରିସ୍ଥିତିର ସାମନା କରିପାରିଲେ (ପ୍ର୧୬.୧୦-ହି ୨୩ ¶୧୦-୧୧)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଏବ୍ରୀ ୧୧:୪—ହେବଲଙ୍କ ବିଶ୍ୱାସ କାହିଁକି ମଜବୁତ୍‌ ଥିଲା ? (ଇନସାଇଟ୍‌-୧ ୮୦୪ ¶୫)

    • ଏବ୍ରୀ ୧୧:୫—ହନୋକଙ୍କ ମଜବୁତ୍‌ ବିଶ୍ୱାସ ଯୋଗୁଁ ଯିହୋବା ତାଙ୍କ ପାଇଁ କʼଣ କଲେ ? (ପ୍ରସ୧୭.୦୧-ହି ୧୨-୧୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଏବ୍ରୀ ୧୧:୧-୧୬ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ। (ଶିଖାଇବା ଅଧ୍ୟୟନ ୩)

  • ପ୍ରଥମ ପୁନଃସାକ୍ଷାତ: (୫ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ। ଘରମାଲିକଙ୍କୁ ସଭା ପାଇଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ। ତାʼପରେ ରାଜ୍ୟ ଘରେ କʼଣ ହୁଏ ? ଭିଡିଓ ବିଷୟରେ କୁହନ୍ତୁ (କିନ୍ତୁ ତାକୁ ଚଲାନ୍ତୁ ନାହିଁ)। (ଶିଖାଇବା  ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩

  • “ମରୁଡ଼ି ବର୍ଷରେ ଆପଣ କʼଣ କରିବେ ?”: (୧୫ ମି.) ଆଲୋଚନା। ଭିଡିଓ (ହିନ୍ଦୀ) ଦେଖାନ୍ତୁ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ  ଅଧ୍ୟା ୧୦ ¶୧୦-୧୬, ଅଧିକ ବିବରଣୀ—୨୬

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୫୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ