ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ନଭେମ୍ବର ପୃଷ୍ଠା ୪
  • ୧୧-୧୭ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ନଭେମ୍ବର ପୃଷ୍ଠା ୪

୧୧-୧୭ ନଭେମ୍ବର

୨ ଯୋହନ ୧-୧୩; ୩ ଯୋହନ ୧-୧୪–ଯିହୂଦା ୧-୨୫

  • ଗୀତ ୧୨୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସତ୍ୟରେ ସ୍ଥିର ରହିବା ପାଇଁ ଆମକୁ ଯୁଦ୍ଧ କରିବାକୁ ହେବ”: (୧୦ ମି.)

    • [୨ ଯୋହନ ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ ।]

    • [୩ ଯୋହନ ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ ।]

    • [ଯିହୂଦା ବହିର ପରିଚୟ ନାମକ ଭିଡିଓ ଦେଖାନ୍ତୁ ।]

    • ଯିହୂ ୩—‘ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରନ୍ତୁ’ (ପ୍ର୦୪-ହି ୯/୧୫ ୧୧-୧୨ ¶୮-୯)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଯିହୂ ୧୪, ୧୫—ହନୋକଙ୍କ ଭବିଷ୍ୟତବାଣୀ କିପରି ପୂରଣ ହେଲା ଏବଂ ଭବିଷ୍ୟତରେ କିପରି ପୂରଣ ହେବ ? (ପ୍ରସ୧୭.୧-ହି ୧୨ ¶୩)

    • ଯିହୂ ୨୦, ୨୧—ଆମେ କିପରି “ଈଶ୍ୱରଙ୍କ ପ୍ରେମରେ [ନିଜକୁ] ସ୍ଥିର କରି” ରଖିପାରିବା ? (ପ୍ର୦୮-ହି ୧୨/୧୫ ୨୯ ¶୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ୨ଯୋହ ୧-୧୩ (ଶିଖାଇବା  ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୬)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୭

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ  ଅଧ୍ୟା ୧୩ ¶୧-୯, ଅଧିକ ବିବରଣୀ—୨୮

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୨୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ