ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଡିସେମ୍ବର ପୃଷ୍ଠା ୨
  • ୨-୮ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨-୮ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଡିସେମ୍ବର ପୃଷ୍ଠା ୨

୨-୮ ଡିସେମ୍ବର

ପ୍ରକାଶିତ ବାକ୍ୟ ୭-୯

  • ଗୀତ ୬୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଅଗଣିତ ଏକ ମହା ଜନତା ଯିହୋବାଙ୍କଠାରୁ ଆଶିଷ ପାଆନ୍ତି”:(୧୦ ମି.)

    • ପ୍ରକା ୭:୯—“ମହା ଜନତା” ଯିହୋବାଙ୍କ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ ହୋଇଛନ୍ତି (ଇନସାଇଟ୍‌-୧ ୯୯୭ ¶୧)

    • ପ୍ରକା ୭:୧୪—ମହା ଜନତା “ମହାକ୍ଳେଶରୁ” ରକ୍ଷା ପାଇବ (ଇନସାଇଟ୍‌-୨ ୧୧୨୭ ¶୪)

    • ପ୍ରକା ୭:୧୫-୧୭—ମହା ଜନତା ଭବିଷ୍ୟତରେ ଏହି ପୃଥିବୀରେ ଆଶିଷ ପାଇବ (ଇନସାଇଟ୍‌-୧ ୯୯୬-୯୯୭)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ପ୍ରକା ୭:୧—‘ପୃଥିବୀର ଚାରି କୋଣରେ ଠିଆ ହୋଇଥିବା ଚାରି ଜଣ ଦୂତ’ ଏବଂ “ଚାରି ବାୟୁ” କାହାକୁ ସୂଚାଏ ? (ରେଭେଲେସନ୍‌ ୧୧୫ ¶୪)

    • ପ୍ରକା ୯:୧୧—“ପାତାଳକୁଣ୍ଡର ଦୂତ” କିଏ ? (ଇନସାଇଟ୍‌-୧ ୧୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରୁ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ପ୍ରକା ୭:୧-୧୨ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପଢ଼ିବା ଓ ଶିଖାଇବାରେ ନିଜ ଦକ୍ଷତା ବଢ଼ାନ୍ତୁ: (୧୦ ମି.) ଆଲୋଚନା । ସ୍ନେହପୂର୍ଣ୍ଣ ଭାବନା ଓ ସହାନୁଭୂତି ଦେଖାଇବା  ଭିଡିଓ ଦେଖାନ୍ତୁ । ତାʼପରେ ଶିଖାଇବା  ପୁସ୍ତିକାର ଅଧ୍ୟୟନ ୧୨ ଉପରେ ଆଲୋଚନା କରନ୍ତୁ ।

  • ଭାଷଣ: (୫ ମି. କିମ୍ବା ତାʼଠାରୁ କମ୍‌) ପ୍ର୧୬.୦୧-ହି ୨୫-୨୬ ¶୧୨-୧୬—ବିଷୟବସ୍ତୁ: ସ୍ମାରକରେ ଯେଉଁ ଖ୍ରୀଷ୍ଟିୟାନମାନେ ରୋଟୀ ଖାଆନ୍ତି ଓ ଦ୍ରାକ୍ଷାରସ ପିଅନ୍ତି, ସେମାନଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଆମେ କାହିଁକି ଆଶ୍ଚର୍ଯ୍ୟ ହେବା ଉଚିତ୍‌ ନୁହେଁ ? (ଶିଖାଇବା  ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୩

  • ମଣ୍ଡଳୀର ଆବଶ୍ୟକତା (୮ ମି.)

  • ସଂଗଠନକୁ ମିଳିଥିବା ସଫଳତା: (୭ ମି.) ଡିସେମ୍ବର ମାସର ସଂଗଠନକୁ ମିଳିଥିବା ସଫଳତା  ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ  ଅଧ୍ୟା ୧୪ ¶୧-୧୦

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ