ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଡିସେମ୍ବର ପୃଷ୍ଠା ୬
  • ୩୦ ଡିସେମ୍ବର ୨୦୧୯–୫ ଜାନୁୟାରୀ ୨୦୨୦

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩୦ ଡିସେମ୍ବର ୨୦୧୯–୫ ଜାନୁୟାରୀ ୨୦୨୦
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଡିସେମ୍ବର ପୃଷ୍ଠା ୬

୩୦ ଡିସେମ୍ବର ୨୦୧୯–୫ ଜାନୁୟାରୀ ୨୦୨୦

ପ୍ରକାଶିତ ବାକ୍ୟ ୨୦–୨୨

  • ଗୀତ ୧୪୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଦେଖ ! ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ”: (୧୦ ମି.)

    • ପ୍ରକା ୨୧:୧—“ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା” (ରେଭେଲେସନ୍‌ ୩୦୧ ¶୨)

    • ପ୍ରକା ୨୧:୩, ୪—“ପୂର୍ବ ବିଷୟସବୁ ଲୋପ ପାଇଅଛି” (ପ୍ର୧୩-ହି ୧୨/୧ ୧୧ ¶୨-୪)

    • ପ୍ରକା ୨୧:୫—ଯିହୋବାଙ୍କ ପ୍ରତିଜ୍ଞା ଭରସାଯୋଗ୍ୟ (ପ୍ର୦୩-ହି ୮/୧ ୧୨ ¶୧୪)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ପ୍ରକା ୨୦:୫—“ଅବଶିଷ୍ଟ ମୃତ ଲୋକମାନେ” କେଉଁ ଅର୍ଥରେ ୧,୦୦୦ ବର୍ଷର ଶେଷରେ ଜୀବିତ ହେବେ ? (ଇନସାଇଟ୍‌-୨ ୨୪୯ ¶୨)

    • ପ୍ରକା ୨୦:୧୪, ୧୫—“ଅଗ୍ନିମୟ ହ୍ରଦ” କʼଣ ? (ଇନସାଇଟ୍‌-୨ ୧୮୯-୧୯୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରୁ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ପ୍ରକା ୨୦:୧-୧୫ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ତୃତୀୟ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) କୌଣସି ପଦ ବାଛନ୍ତୁ ଏବଂ ଘରମାଲିକଙ୍କୁ ସଭା ପାଇଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ତୃତୀୟ ପୁନଃସାକ୍ଷାତ: (୪ ମି. କିମ୍ବା ତାʼଠାରୁ କମ୍‌) କୌଣସି ପଦ ବାଛନ୍ତୁ ଏବଂ ଅଧ୍ୟୟନ ପାଇଁ ବ୍ୟବହୃତ ହେଉଥିବା କୌଣସି ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୯)

  • ବାଇବଲ ଅଧ୍ୟୟନ: (୫ ମି. କିମ୍ବା ତାʼଠାରୁ କମ୍‌) ଯିହୋବାଙ୍କ ଇଚ୍ଛା  ପାଠ ୧୨ (ଶିଖାଇବା  ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୭

  • “ପ୍ରଚାର ସେବାରେ ଆମେ ନିଜ ଦକ୍ଷତା କିପରି ବଢ଼ାଇବା—ଆବଶ୍ୟକ ଅନୁଯାୟୀ କଥାବାର୍ତ୍ତାରେ ପରିବର୍ତ୍ତନ କରନ୍ତୁ”: (୧୫ ମି.) ଆଲୋଚନା । ଭିଡିଓ  ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ  ଅଧ୍ୟା ୧୫ ¶୧୯-୨୦, ପୃ ୧୬୨-୧୬୩

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୩୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ