ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୧୦
  • ୫-୧୧ ଏପ୍ରିଲ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୫-୧୧ ଏପ୍ରିଲ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୧୦

୫-୧୧ ଏପ୍ରିଲ୍‌

ଗଣନା ପୁସ୍ତକ ୧୭-୧୯

  • ଗୀତ ୮୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “‘ଆମ୍ଭେ ହିଁ ତୁମ୍ଭର ଅଧିକାର’”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୧୮:୧୯—‘ଅନନ୍ତକାଳୀନ ଲବଣର ନିୟମର’ ଅର୍ଥ କʼଣ ? (ସଜା୦୨-ହି ୬/୮ ପୃ ୧୪ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୧୮:୧-୧୩ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୪ ମି.) ଆଲୋଚନା; ପୁନଃସାକ୍ଷାତ: ଯୀଶୁ ଖ୍ରୀଷ୍ଟ—ମାଥି ୨୦ :୨୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୬)

  • ଭାଷଣ: (୫ ମି.) ପ୍ର୧୮.୦୧-ହି ପୃ ୧୮ ¶୪-୬—ବିଷୟବସ୍ତୁ: ଆମେ ଯିହୋବାଙ୍କୁ ନିଜ ବହୁମୂଲ୍ୟ ଜିନିଷଗୁଡ଼ିକ କାହିଁକି ଦେଉ ? (ଶିଖାଇବା  ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୧୭

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ