ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୧୨
  • ୧୯-୨୫ ଏପ୍ରିଲ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୯-୨୫ ଏପ୍ରିଲ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୧୨

୧୯-୨୫ ଏପ୍ରିଲ୍‌

ଗଣନା ପୁସ୍ତକ ୨୨-୨୪

  • ଗୀତ ୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ଅଭିଶାପକୁ ଆଶୀର୍ବାଦରେ ପରିବର୍ତ୍ତନ କଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୨୨:୨୦-୨୨—ଯିହୋବା ବିଲୀୟମ ଉପରେ କାହିଁକି କ୍ରୋଧିତ ହେଲେ ? (ପ୍ର୦୪-ହି ୮/୧ ପୃ ୨୭ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୨୩:୧୧-୨୬ (ଶିଖାଇବା  ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ଈଶ୍ୱରଙ୍କ ବାକ୍ୟର ଭଲ ବ୍ୟବହାର କରନ୍ତୁ”: (୧୦ ମି.) ଆଲୋଚନା; ଶିଷ୍ୟ କରିବା କାମରୁ ଖୁସି ପାଆନ୍ତୁ—ନିଜ ଦକ୍ଷତା ବଢ଼ାନ୍ତୁ—ଈଶ୍ୱରଙ୍କ ବାକ୍ୟର ଭଲ ବ୍ୟବହାର କରନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୫ ¶୩-୪ (ଶିଖାଇବା  ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୮

  • “ଅତ୍ୟାଚାରର ଅନ୍ଧାରରେ ଲୋକଙ୍କୁ ସାକ୍ଷ୍ୟ ମିଳିଲା”: (୧୫ ମି.) ଆଲୋଚନା; ଭାଇ ଦିମିତ୍ରୀ ମିଖାଏଲଭଙ୍କ ସହ ସାକ୍ଷାତ୍‌କାର ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ