ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମେ ପୃଷ୍ଠା ୪
  • ୧୭-୨୩ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୭-୨୩ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମେ ପୃଷ୍ଠା ୪

୧୭-୨୩ ମେ

ଗଣନା ପୁସ୍ତକ ୩୨-୩୩

  • ଗୀତ ୧୪୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୩୩:୫୪—ଇସ୍ରାଏଲର ସମସ୍ତ ଗୋଷ୍ଠୀଗୁଡ଼ିକ ମଧ୍ୟରେ ଜମି କିପରି ବଣ୍ଟାଗଲା ? (ଇନସାଇଟ୍‌-୧ ପୃ ୩୫୯ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୩୨:୨୮-୪୨ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ —ଦୃଷ୍ଟାନ୍ତ ଦେଇ ମୁଖ୍ୟ କଥାଗୁଡ଼ିକୁ ଶିଖାନ୍ତୁ”: (୧୦ ମି.) ଆଲୋଚନା; ଶିଷ୍ୟ କରିବାର କାମରେ ଖୁସି ପାଆନ୍ତୁ—ନିଜ ଦକ୍ଷତା ବଢ଼ାନ୍ତୁ—ଦୃଷ୍ଟାନ୍ତ ଦେଇ ମୁଖ୍ୟ କଥାଗୁଡ଼ିକୁ ଶିଖାନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ଭାଷଣ: (୫ ମି.) ପ୍ର୦୯-ଇଂ ୧୦/୧ ପୃ ୩୦, ବକ୍ସ —ବିଷୟବସ୍ତୁ: ଯିହୋବା ଇସ୍ରାଏଲୀୟମାନଙ୍କୁ ଯୁଦ୍ଧରେ କାହିଁକି ଜୟ କରାଉଥିଲେ ? (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୮

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୮

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ