ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମେ ପୃଷ୍ଠା ୬
  • ୨୪-୩୦ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୪-୩୦ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମେ ପୃଷ୍ଠା ୬

୨୪-୩୦ ମେ

ଗଣନା ପୁସ୍ତକ ୩୪-୩୬

  • ଗୀତ ୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ପାଖକୁ ଯାଇ ଆଶ୍ରୟ ନିଅନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୩୫:୩୧—ଆଦମ ଓ ହବାକୁ ଯୀଶୁଙ୍କ ମୁକ୍ତିର ମୂଲ୍ୟର ବଳିଦାନରୁ କାହିଁକି ଲାଭ ମିଳିବ ନାହିଁ ? (ପ୍ର୯୧-ଇଂ ୨/୧୫ ପୃ ୧୩ ¶୧୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୩୪:୧-୧୫ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାର ଉତ୍ତର ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୯)

  • ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୨ ¶୯-୧୦ (ଶିଖାଇବା  ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୮

  • ଯିହୋବାଙ୍କ ମିତ୍ର ହୁଅ—ଅନୁଶାସନରେ ମଧ୍ୟ ପ୍ରେମ: (୬ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ବେଳେ ବେଳେ ବାପାମାଆ ଆପଣଙ୍କୁ କାହିଁକି ସୁଧାରନ୍ତି ? ଏଥିରୁ ଆପଣଙ୍କୁ କʼଣ ଲାଭ ହୁଏ ? ଯିହୋବା ଆମକୁ କାହିଁକି ସୁଧାରନ୍ତି ?

  • “ଯିହୋବା ପ୍ରେମ କରୁଥିବାରୁ ଆମକୁ ସୁଧାରନ୍ତି”: (୯ ମି.) ଆଲୋଚନା; “ଯିହୋବା ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି” ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ