ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମେ ପୃଷ୍ଠା ୮
  • ୩୧ ମେ–୬ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩୧ ମେ–୬ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମେ ପୃଷ୍ଠା ୮

୩୧ ମେ–୬ ଜୁନ୍‌

ଦ୍ୱିତୀୟ ବିବରଣ ୧-୨

  • ଗୀତ ୧୨୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ପରମେଶ୍ୱରଙ୍କ ତରଫରୁ ବିଚାର କରନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୧:୧୯; ୨:୭ —ଯତେବେଳେ ଇସ୍ରାଏଲୀୟମାନେ ୪୦ ବର୍ଷ ‘ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତରରେ’ ଯାତ୍ରା କଲେ, ଯିହୋବା ସେମାନଙ୍କର କିପରି ଯତ୍ନ ନେଲେ ? (ପ୍ର୧୩-ହି ୯/୧୫ ପୃ ୯ ¶୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୧:୧-୧୮ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୬)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଘରମାଲିକଙ୍କୁ ସଭା ପାଇଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ । ତାʼପରେ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

  • ଭାଷଣ: (୫ ମି.) ପ୍ର୧୩-ହି ୮/୧୫ ପୃ ୧୧ ¶୭—ବିଷୟବସ୍ତୁ: ନିରାଶ କରୁଥିବା କଥାଗୁଡ଼ିକ କୁହନ୍ତୁ ନାହିଁ ଏବଂ ଶୁଣନ୍ତୁ ନାହିଁ (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୦

  • “ଏହି ‘ଶେଷକାଳର’ ଶେଷକାଳରେ ପ୍ରସ୍ତୁତ ରହନ୍ତୁ”: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଆଲୋଚନା । ପ୍ରାକୃତିକ ବିପତ୍ତିର ସାମନା କରିବାକୁ କʼଣ ଆପଣ ପ୍ରସ୍ତୁତ ଅଛନ୍ତି ? ନାମକ ଭିଡିଓ ଦେଖାନ୍ତୁ । ଏବିଷୟରେ ଯଦି ଶାଖା କାର୍ଯ୍ୟାଳୟ ଓ ପ୍ରାଚୀନମାନଙ୍କ ସମୂହ କିଛି ପରାମର୍ଶ ଦେଇଛନ୍ତି, ତେବେ ସେଗୁଡ଼ିକୁ ଦୋହରାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଉପକ୍ରମ, ଭାଗ ୧ ଓ ୨, ପୃ ୨-୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ