ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମେ ପୃଷ୍ଠା ୧୦
  • ୭-୧୩ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୭-୧୩ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମେ ପୃଷ୍ଠା ୧୦

୭-୧୩ ଜୁନ୍‌

ଦ୍ୱିତୀୟ ବିବରଣ ୩-୪

  • ଗୀତ ୯୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ନିୟମଗୁଡ଼ିକୁ ମାନିବା ହିଁ ବୁଦ୍ଧିର କାମ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୪:୨୩—କʼଣ ଏହି ଆଜ୍ଞାର ଅର୍ଥ ଏଇୟା ଯେ ସାଜସଜ୍ଜାର ଜିନିଷଗୁଡ଼ିକ ତିଆରି କରିବା ମଧ୍ୟ ଭୁଲ ଅଟେ ? (ପ୍ର୦୪-ହି ୯/୧୫ ପୃ ୨୫ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୧:୧-୧୩ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ —ଉତ୍ସାହର ସହ ଶିଖାନ୍ତୁ”: (୧୦ ମି.) ଆଲୋଚନା; ଶିଷ୍ୟ କରିବାର କାମରେ ଖୁସି ପାଆନ୍ତୁ—ନିଜ ଦକ୍ଷତା ବଢ଼ାନ୍ତୁ—ଉତ୍ସାହର ସହ ଶିଖାନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୫ ¶୧-୨ (ଶିଖାଇବା  ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୬୮

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଭାଗ ୩ ଓ ୪, ପୃ ୮-୧୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ