ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମେ ପୃଷ୍ଠା ୧୪
  • ୨୧-୨୭ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୧-୨୭ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମେ ପୃଷ୍ଠା ୧୪

୨୧-୨୭ ଜୁନ୍‌

ଦ୍ୱିତୀୟ ବିବରଣ ୭-୮

  • ଗୀତ ୧୩୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତୁମ୍ଭେ ସେମାନଙ୍କ ସହିତ ବିବାହ ସମ୍ବନ୍ଧ କରିବ ନାହିଁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୮:୩ —ଯିହୋବା ଇସ୍ରାଏଲୀୟମାନଙ୍କୁ ଯେପରି ଭାବେ ମାନ୍ନା ଦେଲେ, ସେଥିରୁ ଆମେ କʼଣ ଶିଖୁ ? (ପ୍ର୦୪-ହି ୨/୧ ପୃ ୧୩ ¶୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୭:୧-୧୬ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବ୍ୟକ୍ତି ଜଣକୁ ସଭାକୁ ନିମନ୍ତ୍ରଣ କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୫)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୯)

  • ଭାଷଣ: (୫ ମି.) ପ୍ର୦୬-ହି ୧/୧ ପୃ ୨୮ ¶୧୪-୧୫—ବିଷୟବସ୍ତୁ: ଯିହୋବାଙ୍କୁ ଭୁଲନ୍ତୁ ନାହିଁ (ଶିଖାଇବା  ଅଧ୍ୟୟନ ୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୫

  • ସଂଗଠନକୁ ମିଳିଥିବା ସଫଳତା: (୫ ମି.) ଜୁନ୍‌ ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଭାଗ ୭ ଓ ୮, ପୃ ୧୬-୧୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ