ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୨
  • ୫-୧୧ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୫-୧୧ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୨

୫-୧୧ ଜୁଲାଇ

ଦ୍ୱିତୀୟ ବିବରଣ ୧୧-୧୨

  • ଗୀତ ୪୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା କିଭଳି ଉପାସନା ଚାହାନ୍ତି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୧୧:୨୯—ଏହି ପଦରେ ଲେଖାଥିବା କଥା କିପରି ପୂରଣ ହୋଇଥିବ ? (ଇନସାଇଟ୍‌-୧ ପୃ ୯୨୫ -୯୨୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୧୧:୧-୧୨ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ଲୋକମାନଙ୍କୁ ସହାନୁଭୂତି ଦେଖାନ୍ତୁ”: (୮ ମି.) ଆଲୋଚନା; ଶିଷ୍ୟ କରିବାର କାମରେ ଖୁସି ପାଆନ୍ତୁ—ନିଜ ଦକ୍ଷତା ବଢ଼ାନ୍ତୁ—ଲୋକମାନଙ୍କୁ ସହାନୁଭୂତି ଦେଖାନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଦୁଃଖକଷ୍ଟ—ଯାକୁ ୧:୧୩ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୨ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୩

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଭାଗ ୧୧ ଓ ୧୨, ପୃ ୨୪-୨୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ