ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୭
  • ୨୬ ଜୁଲାଇ–୧ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ଜୁଲାଇ–୧ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୭

୨୬ ଜୁଲାଇ–୧ ଅଗଷ୍ଟ

ଦ୍ୱିତୀୟ ବିବରଣ ୧୯-୨୧

  • ଗୀତ ୧୪୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ମଣିଷର ଜୀବନକୁ ବହୁମୂଲ୍ୟ ମନେ କରନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୨୧:୧୯—ବିଚାରକର୍ତ୍ତାମାନେ ନଗରର ଫାଟକ ପାଖରେ କାହିଁକି ବସୁଥିଲେ ? (ଇନସାଇଟ୍‌-୧ ପୃ ୫୧୮ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୧୯:୧-୧୪ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି.) ବାଇବଲ କʼଣ ଶିଖାଏ ପୃ ୧୩୮ ¶୮ (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୭

  • ‘ନିଜ ରାସ୍ତାରେ ସୁରକ୍ଷିତ ରହ’: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପଚାରନ୍ତୁ: ଆମେ ସବୁବେଳେ ନିଜ ସୁରକ୍ଷା ପ୍ରତି କାହିଁକି ଧ୍ୟାନ ଦେବା ଉଚିତ୍‌ ? ଆମ ସୁରକ୍ଷାକୁ ଧ୍ୟାନରେ ରଖିବା ପାଇଁ ଆମେ କʼଣ କʼଣ କରିପାରିବା ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୨, ପ୍ରଶ୍ନ ୧-୩, ପୃ ୪-୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ