ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୧୨
  • ୧୬-୨୨ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୬-୨୨ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୧୨

୧୬-୨୨ ଅଗଷ୍ଟ

ଦ୍ୱିତୀୟ ବିବରଣ ୨୭–୨୮

  • ଗୀତ ୮୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କଠାରୁ ଅସରନ୍ତି ଆଶିଷ ପାଆନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୨୭:୧୭—ପଡ଼ୋଶୀର ଜମିର ସୀମାର ଚିହ୍ନକୁ ଘୁଞ୍ଚାଇଦେବା କାହିଁକି ମନା ଥିଲା ? (ଇନସାଇଟ୍‌-୧ ପୃ ୩୬୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୨୮:୧-୧୪ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଘରମାଲିକଙ୍କୁ ସଭା ପାଇଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ । ତାʼପରେ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ପ୍ରେମରେ ସ୍ଥିର ପୃ ୨୩୪ ¶୨୧-୨୨ (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୧

  • “ସୃଷ୍ଟିରୁ କିପରି ଜଣାପଡ଼େ ଯେ ଯିହୋବା ଆମକୁ ପ୍ରେମ କରନ୍ତି ?”: (୧୫ ମି.) ଆଲୋଚନା; ସୃଷ୍ଟି ଯିହୋବାଙ୍କ ପ୍ରେମର ପ୍ରମାଣ ଦିଏ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୩, ପ୍ରଶ୍ନ ୩-୪, ପୃ ୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ