ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୧୪
  • ୨୩-୨୯ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୩-୨୯ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୧୪

୨୩-୨୯ ଅଗଷ୍ଟ

ଦ୍ୱିତୀୟ ବିବରଣ ୨୯-୩୦

  • ଗୀତ ୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ସେବା କରିବା ବହୁତ କଠିନ ନୁହେଁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୨୯:୪—ଯେଉଁ ଇସ୍ରାଏଲୀୟମାନେ ଯିହୋବାଙ୍କ କଥା ଶୁଣିଲେ ନାହିଁ, ସେମାନଙ୍କଠାରୁ ଆମେ କʼଣ ଶିଖୁ ? (ଇନସାଇଟ୍‌-୧ ପୃ ୬୬୫ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୨୯:୧-୧୮ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ବ୍ୟକ୍ତି ଜଣକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବାକୁ ଚାହିଁବେ । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି.) ପ୍ରେମରେ ସ୍ଥିର ପୃ ୨୨୬-୨୨୭ ¶୩-୫ (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୩

  • “ସାହସୀ ହେବା ବହୁତ କଠିନ ନୁହେଁ”: (୧୫ ମି.) ଆଲୋଚନା; ଭୀରୁ ନ ହୋଇ ସାହସୀ ହୁଅନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୪, ପ୍ରଶ୍ନ ୧-୩, ପୃ ୮-୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ