ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ସେପ୍ଟେମ୍ବର ପୃଷ୍ଠା ୪
  • ୧୩-୧୯ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୩-୧୯ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ସେପ୍ଟେମ୍ବର ପୃଷ୍ଠା ୪

୧୩-୧୯ ସେପ୍ଟେମ୍ବର

ଯିହୋଶୂୟ ୧-୨

  • ଗୀତ ୯୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସଫଳତା ପାଇବା ପାଇଁ କʼଣ କରିବା ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଯିହୋ ୨:୪, ୫—ରାହାବ ରାଜାର ଲୋକମାନଙ୍କୁ କାହିଁକି ଠିକ୍‌ ଠିକ୍‌ କଥା ଜଣାଇଲେ ନାହିଁ ? (ପ୍ର୦୪-ହି ୧୨/୧ ପୃ ୯ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଯିହୋ ୨:୧-୧୬ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ବାଇବଲ—ଆୟୁ ୨୬:୭ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

  • ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୬

  • “ବୁଝିବିଚାରି କାମ କରିବାର ଶକ୍ତିକୁ ତାଲିମ ଦେବା ଜାରି ରଖନ୍ତୁ”: (୧୫ ମି.) ଆଲୋଚନା; “ଉତ୍ତମ ବିବେକ ରଖନ୍ତୁ” ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୫, ପ୍ରଶ୍ନ ୪-୫, ପୃ ୧୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ