ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ସେପ୍ଟେମ୍ବର ପୃଷ୍ଠା ୧୦
  • ୧୧-୧୭ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ସେପ୍ଟେମ୍ବର ପୃଷ୍ଠା ୧୦

୧୧-୧୭ ଅକ୍ଟୋବର

ଯିହୋଶୂୟ ୧୦-୧୧

  • ଗୀତ ୯୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ଇସ୍ରାଏଲୀୟମାନଙ୍କ ପକ୍ଷରେ ଯୁଦ୍ଧ କଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଯିହୋ ୧୦:୧୩—ଏହା ଜାଣିବା ଆମକୁ କାହିଁକି ଦରକାର ନାହିଁ ଯେ “ଯାଶେର୍‌ ପୁସ୍ତକରେ” କʼଣ ଲେଖା ଅଛି ? (ପ୍ର୦୯-ହି ୩/୧୫ ପୃ ୩୨ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଯିହୋ ୧୦:୧-୧୫ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ଭାଇଭଉଣୀଙ୍କ ସାହାଯ୍ୟ ନିଅନ୍ତୁ”: (୧୦ ମି.) ଆଲୋଚନା; ଶିଷ୍ୟ କରିବା କାମରୁ ଖୁସି ପାଆନ୍ତୁ—ଯିହୋବାଙ୍କ ସାହାଯ୍ୟ ନିଅନ୍ତୁ—ଆମ ଭାଇଭଉଣୀ ନାମକ ଭିଡିଓ ଦେଖାନ୍ତୁ ।

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୧ ପଏଣ୍ଟ ନଂ. ୪ (ଶିଖାଇବା  ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୨

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୭ ପ୍ରଶ୍ନ ୪-୫ ପୃ ୧୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ