ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ସେପ୍ଟେମ୍ବର ପୃଷ୍ଠା ୧୪
  • ୨୫-୩୧ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୫-୩୧ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ସେପ୍ଟେମ୍ବର ପୃଷ୍ଠା ୧୪

୨୫-୩୧ ଅକ୍ଟୋବର

ଯିହୋଶୂୟ ୧୫–୧୭

  • ଗୀତ ୧୪୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମୂଲ୍ୟବାନ ଉତ୍ତରାଧିକାର ପାଇବାର ସୁଯୋଗ ହରାନ୍ତୁ ନାହିଁ” (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଯିହୋ ୧୭:୧୫, ୧୮—ଆମେ କିପରି ଜାଣୁ ଯେ ପ୍ରାଚୀନ ସମୟରେ ଇସ୍ରାଏଲ ଦେଶରେ ଘଞ୍ଚ ଜଙ୍ଗଲ ଥିଲା ? (ପ୍ର୧୫-ହି ୭/୧୫ ପୃ ୩୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଯିହୋ ୧୫:୧-୧୨ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ଘରମାଲିକଙ୍କୁ ଆମ ସଭାଗୁଡ଼ିକରେ ଆସିବା ପାଇଁ ନିମନ୍ତ୍ରଣ କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୯)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୪)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୧ ପଏଣ୍ଟ ନଂ. ୬ ଏବଂ “କିଛି ଲୋକ କହନ୍ତି” (ଶିଖାଇବା  ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୯

  • “ଖୁସିର ଖବର ଶୁଣାନ୍ତୁ ନୂଆ ଦୁନିଆ ପାଖେଇ ଆସୁଛି !” (୧୫ ମି.) ଆଲୋଚନା; ନୂଆ ଦୁନିଆ ହେବ ନାମକ ଭିଡିଓର ପ୍ରସାରଣ ଗୀତ ଦେଖାନ୍ତୁ

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୮, ପ୍ରଶ୍ନ ୪-୫, ପୃ ୧୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ