ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ନଭେମ୍ବର ପୃଷ୍ଠା ୨
  • ୧-୭ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧-୭ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ନଭେମ୍ବର ପୃଷ୍ଠା ୨

୧-୭ ନଭେମ୍ବର

ଯିହୋଶୂୟ ୧୮–୧୯

  • ଗୀତ ୧୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ବୁଦ୍ଧିମାନର ସହ ଜମିକୁ ବାଣ୍ଟିଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଯିହୋ ୧୮:୧-୩—ଇସ୍ରାଏଲୀୟମାନେ ଯର୍ଦ୍ଦନର ପଶ୍ଚିମ ଅଞ୍ଚଳକୁ ଅଧିକାର କରିବାରେ କାହିଁକି ଡେରି କରୁଥିଲେ ? (ଇନସାଇଟ୍‌-୧ ପୃ ୩୫୯ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଯିହୋ ୧୮:୧-୧୪ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଖୁସିର ଖବର—ଗୀତ ୩୭:୧୦, ୧୧ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ତାʼପରେ ପ୍ର୨୧-ହି, ସଂ୨ ପ୍ରକାଶନ ଦିଅନ୍ତୁ  । (ଶିଖାଇବା ଅଧ୍ୟୟନ ୧)

  • ପ୍ରଥମ ସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୬

  • “ଆପଣଙ୍କ ପ୍ରେମ ପାଇଁ ଆମେ ଯିହୋବାଙ୍କୁ ଧନ୍ୟବାଦ ଦେଉଛୁ”: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଆଲୋଚନା; ‘ଆମେ ସର୍ବଦା ତୁମପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛୁ ।’ ନାମକ ଭିଡିଓ ଦେଖାନ୍ତୁ । jw.org ଉପରେ “ଦାନର ବ୍ୟବହାର କିପରି କରାଯାଏ ?” ଶୃଙ୍ଖଳାରୁ ଗୋଟିଏ କିମ୍ବା ଦୁଇଟି ମୁଖ୍ୟ କଥା ଉପରେ ଆଲୋଚନା କରନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୯, ପ୍ରଶ୍ନ ୧-୩, ପୃ ୧୮-୧୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ