୮-୧୪ ନଭେମ୍ବର
ଯିହୋଶୂୟ ୨୦-୨୨
ଗୀତ ୧୨୦ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଭୁଲ୍ ବୁଝାମଣାରୁ ଅନେକ ଶିକ୍ଷା”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଯିହୋ ୨୧:୪୩, ୪୪—ଯିହୋବା କହିଥିଲେ ଯେ ପ୍ରତିଜ୍ଞାତ ଦେଶରେ ଇସ୍ରାଏଲୀୟମାନଙ୍କ ଶତ୍ରୁ ଜଣେ ମଧ୍ୟ ରହିବେ ନାହିଁ, ତଥାପି କିଛି କିଣାନୀୟମାନେ ରହି ଯାଇଥିଲେ । ଏପରି କାହିଁକି ? (ଇନସାଇଟ୍-୧ ପୃ ୪୦୨ ¶୩)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଯିହୋ ୨୦:୧–୨୧:୩ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଈଶ୍ୱରଙ୍କ ପ୍ରତିଜ୍ଞା—ପ୍ରକା ୨୧:୩, ୪ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)
ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୯, ପ୍ରଶ୍ନ ୪-୫, ପୃ ୧୯
ଶେଷ ଟିପ୍ପଣୀ (୩ ମି.)
ଗୀତ ୮୯ ଏବଂ ପ୍ରାର୍ଥନା