ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ନଭେମ୍ବର ପୃଷ୍ଠା ୫
  • ୧୫-୨୧ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୫-୨୧ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ନଭେମ୍ବର ପୃଷ୍ଠା ୫

୧୫-୨୧ ନଭେମ୍ବର

ଯିହୋଶୂୟ ୨୩–୨୪

  • ଗୀତ ୫୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋଶୂୟଙ୍କ ଶେଷ ଉପଦେଶ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଯିହୋ ୨୪:୨—ଅବ୍ରହାମଙ୍କ ପିତା ତେରହ କʼଣ ମୂର୍ତ୍ତିପୂଜା କରୁଥିଲେ ? (ପ୍ର୦୪-ହି ୧୨/୧ ପୃ ୧୨ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଯିହୋ ୨୪:୧୯-୩୩ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୧ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ?, ଓ ଲକ୍ଷ୍ୟ (ଶିଖାଇବା  ଅଧ୍ୟୟନ ୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୨୮

  • କାମ ଜାଗାରେ ଖରାପ ସଙ୍ଗତିଠାରୁ ଦୂରେଇ ରହନ୍ତୁ (୭ ମି.) ଆଲୋଚନା; ବିଶ୍ୱସ୍ତତାକୁ ଦୁର୍ବଳ କରୁଥିବା କାମରୁ ଦୂରେଇ ରହନ୍ତୁ—ଖରାପ ସଙ୍ଗତି ନାମକ ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଖରାପ ସଙ୍ଗତି କରିବା ଯୋଗୁଁ ଭଉଣୀଙ୍କ ଉପରେ କʼଣ ପ୍ରଭାବ ପଡ଼ିଲା ? ସେ କେଉଁ ପଦକ୍ଷେପ ନେଲେ ଓ ତାଙ୍କୁ କʼଣ ଲାଭ ହେଲା ? ଏହି ଭିଡିଓରୁ ଆପଣ କʼଣ ଶିଖିଲେ ?

  • ଅଜଣା ଜାଗାରେ ସାଙ୍ଗ ଖୋଜନ୍ତୁ: (୮ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଅଖିଳ କେଉଁ କାରଣରୁ ଖରାପ ସଙ୍ଗତିରେ ପଡ଼ିଲେ ? ମଣ୍ଡଳୀରେ ସେ ଭଲ ସାଙ୍ଗ କିପରି ପାଇଲେ ? ଏହି ଭିଡିଓରୁ ଆପଣ କʼଣ ଶିଖିଲେ ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୦, ପ୍ରଶ୍ନ ୧; ୨; ୩ (ବୁଲେଟ୍‌ ପଏଣ୍ଟସ୍‌ ୧-୨) ପୃ ୨୦-୨୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୫୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ