ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ନଭେମ୍ବର ପୃଷ୍ଠା ୬
  • ୨୨-୨୮ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୨-୨୮ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ନଭେମ୍ବର ପୃଷ୍ଠା ୬

୨୨-୨୮ ନଭେମ୍ବର

ବିଚାରକର୍ତ୍ତା ୧-୩

  • ଗୀତ ୧୨୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସାହସ ଓ ବୁଦ୍ଧିର ଏକ କାହାଣୀ”: (୧୦ ମି.)

    ବହୁମୂଲ୍ୟ ରତ୍ନ: (୧୦ ମି.)

    • ବିଚା ୨:୧୦-୧୨—ଏହି ପଦଗୁଡ଼ିକରୁ ଆମେ କʼଣ ଶିଖୁ ? (ପ୍ର୦୫-ହି ୧/୧୫ ପୃ ୨୪ ¶୭)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ବିଚା ୩:୧୨-୩୧ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ଯିହୋବାଙ୍କଠାରେ ପ୍ରାର୍ଥନା କରନ୍ତୁ”: (୧୦ ମି.) ଆଲୋଚନା; ଶିଷ୍ୟ କରିବା କାମରୁ ଖୁସି ପାଆନ୍ତୁ—ଯିହୋବାଙ୍କ ସାହାଯ୍ୟ ନିଅନ୍ତୁ—ପ୍ରାର୍ଥନା ନାମକ ଭିଡିଓ ଦେଖାନ୍ତୁ ।

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୨ ¶୧ ଏବଂ ପଏଣ୍ଟ ନଂ. ୧-୩ (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୩

  • ଯିହୋବାଙ୍କ ମିତ୍ର ହୁଅ—ଭଲ ଭାବରେ ପ୍ରଚାର କରନ୍ତୁ: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ, କିଛି ଛୋଟ ପିଲାଙ୍କୁ ମଞ୍ଚ ଉପରକୁ ଡାକନ୍ତୁ ଏବଂ ସେମାନଙ୍କୁ ପଚାରନ୍ତୁ: ପ୍ରଚାର ସେବାରେ ଯିବା ଆଗରୁ ଆମେ କʼଣ ପ୍ରସ୍ତୁତି କରିବା ଉଚିତ୍‌ ? ସାଳୀନତା ଦେଖାଯିବା ପାଇଁ ଆମେ କʼଣ କରିବା ଉଚିତ୍‌ ? ପ୍ରଚାର କରିବାବେଳେ ଆମେ କʼଣ କରିବା ଉଚିତ୍‌ ନୁହେଁ ?

  • “ପ୍ରଚାର ସେବା ସଭାକୁ ପ୍ରଭାବଶିଳ କରିବା ପାଇଁ ପରାମର୍ଶ”: (୧୦ ମି.) ସେବା ଅଧ୍ୟକ୍ଷଙ୍କ ଦ୍ୱାରା ଆଲୋଚନା । ପଚାରନ୍ତୁ ଯେ ପ୍ରଚାର ସେବା ସଭା ଆରମ୍ଭ ହେବା ଆଗରୁ କାହିଁକି ପହଞ୍ଚିବା ଜରୁରୀ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୦, ପ୍ରଶ୍ନ ୩, (ବୁଲେଟ୍‌ ପଏଣ୍ଟ ୩-୫) ପ୍ରଶ୍ନ ୪, ପୃ ୨୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ