ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ନଭେମ୍ବର ପୃଷ୍ଠା ୮
  • ୨୯ ନଭେମ୍ବର–୫ ଡିସେମ୍ବର ୨୦୨୧

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୯ ନଭେମ୍ବର–୫ ଡିସେମ୍ବର ୨୦୨୧
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ନଭେମ୍ବର ପୃଷ୍ଠା ୮

୨୯ ନଭେମ୍ବର–୫ ଡିସେମ୍ବର

ବିଚାରକର୍ତ୍ତା ୪–୫

  • ଗୀତ ୧୩୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ଦୁଇ ଜଣ ସ୍ତ୍ରୀଙ୍କ ଜରିଆରେ ନିଜ ଲୋକଙ୍କୁ ଉଦ୍ଧାର କଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ବିଚା ୫:୨୦—ଆକାଶର ତାରାଗୁଡ଼ିକ ବାରାକ୍‌ଙ୍କ ତରଫରୁ କିପରି ଯୁଦ୍ଧ କଲେ ? (ପ୍ର୦୫-ହି ୧/୧୫ ପୃ ୨୫ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ବିଚା ୪:୧-୧୬ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ (ଶିଖାଇବା ଅଧ୍ୟୟନ ୪)

  • ଭାଷଣ: (୫ ମି.) ପ୍ର୦୬-ହି ୩/୧ ପୃ ୨୮-୨୯—ବିଷୟବସ୍ତୁ: “ସ୍ତ୍ରୀ ଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ” ଏହାର ଅର୍ଥ କʼଣ ?—୧କରି ୧୪:୩୪. (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୪

  • “ଭଉଣୀମାନେ ଆଉ କେଉଁ କେଉଁ ଉପାୟରେ ଯିହୋବାଙ୍କ ସେବା କରିପାରିବେ ?”: (୧୫ ମି.) ଆଲୋଚନା; “ପ୍ରଭୁଙ୍କ ସେବାରେ କଠିନ ପରିଶ୍ରମ କରୁଥିବା ସ୍ତ୍ରୀମାନେ” ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୧, ପ୍ରଶ୍ନ ୧-୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ