ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ନଭେମ୍ବର ପୃଷ୍ଠା ୧୦
  • ୬-୧୨ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୬-୧୨ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ନଭେମ୍ବର ପୃଷ୍ଠା ୧୦

୬–୧୨ ଡିସେମ୍ବର

ବିଚାରକର୍ତ୍ତା ୬–୭

  • ଗୀତ ୩୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତୁମ୍ଭେ ଆପଣା ବଳରେ ଯାଅ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ବିଚା ୬:୨୭—ପ୍ରଚାର କରିବା ମାମଲାରେ ଆମେ ଗିଦିୟୋନ୍‌ଠାରୁ କʼଣ ଶିଖୁ ? (ପ୍ର୦୫-ହି ୧/୧୫ ପୃ ୨୬ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ବିଚା ୬:୧-୧୬ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ସାନ୍ତ୍ୱନା—୨କରି ୧:୩, ୪ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପ୍ରଥମ ସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ, ଏବଂ ଘର ମାଲିକଙ୍କୁ ଦେଖାନ୍ତୁ ଯେ ସେ ନିଜେ ଇଲେକ୍‌ଟ୍ରୋନିକ୍‌ କପି କିପରି ପାଇପାରିବେ । (ଶିଖାଇବା ଅଧ୍ୟୟନ ୧୫)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୪

  • “ପବିତ୍ର ଶକ୍ତି ଦ୍ୱାରା ଅସମ୍ଭବ ମଧ୍ୟ ସମ୍ଭବ ହେଲା”: (୧୫ ମି.) ଆଲୋଚନା; “ନୂଆ ଦୁନିଆର ଲୋକମାନେ ଦିନ ରାତି ସେବା କରୁଛନ୍ତି” ଚଳଚିତ୍ର କିପରି ତିଆରି ହେଲା ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୧, ପ୍ରଶ୍ନ ୩-୪, ପୃ ୨୨-୨୩

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ