ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୨
  • ୩-୯ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩-୯ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୨

୩-୯ ଜାନୁୟାରୀ

ବିଚାରକର୍ତ୍ତା ୧୫-୧୬

  • ଗୀତ ୧୨୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ବିଶ୍ୱାସଘାତକତା ବହୁତ ଲାଜର କଥା”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ବିଚା ୧୬:୧-୩—ଶାମ୍‌ଶୋନ୍‌ ବେଶ୍ୟା ପାଖକୁ କାହିଁକି ଯାଇଥିଲେ ? (ପ୍ର୦୫-ହି ୩/୧୫ ପୃ ୨୭ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ବିଚାରକର୍ତ୍ତା ୧୬:୧୮-୩୧ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ସମସ୍ୟାଗୁଡ଼ିକୁ ସାମନା କରନ୍ତୁ—ଗୀତ ୧୪୫:୧୮, ୧୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ପ୍ରଥମ ସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଜୀବନ ପୁସ୍ତିକା ଦିଅନ୍ତୁ ଓ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା  ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୧

  • ଆମେ ସାଙ୍ଗରେ ଅଛୁ କେବଳ ବାଇବଲ ଯୋଗୁଁ: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼ ପରେ ପ୍ରଶ୍ନ ପଚାରନ୍ତୁ; ଯେତେବେଳେ ଦୁଇ ବିବାହିତ ଦମ୍ପତିଙ୍କ ମଧ୍ୟରେ ସମସ୍ୟା ଥିଲା, ସେତେବେଳେ ବାଇବଲର କେଉଁ ସିଦ୍ଧାନ୍ତଗୁଡ଼ିକରୁ ସେମାନଙ୍କୁ ସାହାଯ୍ୟ ମିଳିଲା ? ପୁଣି ଥରେ ଯିହୋବାଙ୍କ ସେବା ଉତ୍ସାହର ସହିତ କରିବା ଦ୍ୱାରା ସେମାନଙ୍କୁ କʼଣ ଲାଭ ହେଲା ? ଯେତେବେଳେ ବିବାହିତ ଜୀବନରେ ସମସ୍ୟା ଆସେ, ପତିପତ୍ନୀଙ୍କୁ କାହିଁକି ହାର ମାନିବା ଉଚିତ ନୁହଁ ? ପତିପତ୍ନୀ କାହାଠାରୁ ସାହାଯ୍ୟ ମାଗିପାରିବେ ?—ଯାକୁବ ୫:୧୪, ୧୫.

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୩, ପ୍ରଶ୍ନ ୩-୪, ପୃ ୨୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୪୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ