ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମାର୍ଚ୍ଚ ପୃଷ୍ଠା ୨
  • ୭-୧୩ ମାର୍ଚ୍ଚ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୭-୧୩ ମାର୍ଚ୍ଚ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମାର୍ଚ୍ଚ ପୃଷ୍ଠା ୨

୭-୧୩ ମାର୍ଚ୍ଚ

୧ ଶାମୁୟେଲ ୧୨-୧୩

  • ଗୀତ ୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ନିଜ ସୀମା ଭିତରେ ନ ରହିଲେ ଅପମାନ ହିଁ ମିଳେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୧୨:୨୧—ଲୋକମାନେ “ଅବସ୍ତୁ” ପଛରେ କିପରି ଗୋଡ଼ାଉଥିଲେ ? (ପ୍ର୧୧-ହି ୭/୧୫ ପୃ ୧୪ ¶୧୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୧୨:୧-୧୧ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଅନ୍ୟମାନଙ୍କୁ ସାହାଯ୍ୟ କରନ୍ତୁ—ଯୋହ ୧୫:୧୩ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ! ବହି ପାଠ ୦୪ ¶୧ ଏବଂ ପଏଣ୍ଟ ନଂ. ୧-୨ (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୬

  • ସଂଗଠନକୁ ମିଳିଥିବା ସଫଳତା: (୫ ମି.) ମାର୍ଚ୍ଚ ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବଚନର ପରିଚୟ ପ୍ରଶ୍ନ ୩-୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ