ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମେ ପୃଷ୍ଠା ୩
  • ୯-୧୫ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୯-୧୫ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମେ ପୃଷ୍ଠା ୩

୯-୧୫ ମେ

୧ ଶାମୁୟେଲ ୩୦-୩୧

  • ଗୀତ ୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ନିଜ ଈଶ୍ୱର ଯିହୋବାଙ୍କଠାରୁ ସାହସ ପାଆନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୩୦:୨୩, ୨୪—ଏହି ଘଟଣାରୁ ଆମେ କʼଣ ଶିଖୁ ? (ପ୍ର୦୫-ହି ୩/୧୫ ପୃ ୨୪ ¶୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୩୦:୧-୧୦ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଆମଦାନି ହିସାବରେ ଖର୍ଚ୍ଚ କରନ୍ତୁ —ଏବ୍ରୀ ୧୩:୧୮ ଭିଡିଓ ଦେଖାନ୍ତୁ (ଭିଡିଓ > ଆମ ସଭା ଓ ସେବା) । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୮)

  • ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୩

  • ଯିହୋବାଙ୍କ ମିତ୍ର ହୁଅ—ଯେବେ ବି ଯିହୋବାଙ୍କୁ ପ୍ରାର୍ଥନା କରେ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ (ଭିଡିଓ > ପିଲାଙ୍କ ପାଇଁ) । ଯଦି ସମ୍ଭବ, କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ତମେ ଯିହୋବାଙ୍କ ସହ କାହିଁକି କଥା ହେବା ଉଚିତ୍‌ ? ତମେ କେଉଁ କେଉଁ ସମୟରେ ଯିହୋବାଙ୍କ ସହ କଥା ହୋଇପାରିବ ? ଯେବେ ତମେ ପ୍ରାର୍ଥନା କର, ତେବେ ଯିହୋବାଙ୍କୁ କʼଣ କହିପାରିବ ?

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ! ପାଠ ୦୩

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ