ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମେ ପୃଷ୍ଠା ୪
  • ୧୬-୨୨ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୬-୨୨ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମେ ପୃଷ୍ଠା ୪

୧୬-୨୨ ମେ

୨ ଶାମୁୟେଲ ୧-୩

  • ଗୀତ ୧୦୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଧନୁ ନାମକ ଶୋକ ଗୀତରୁ ଆମେ କʼଣ ଶିଖୁ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୧:୨୬—ଯୋନାଥନ ଦାଉଦଙ୍କ ନିଜ ଭାଇ ନ ଥିଲେ, ତଥାପି ଦାଉଦ ତାଙ୍କୁ ମୋର “ଭାଇ” ବୋଲି କାହିଁକି କହିଲେ ? (ଇନସାଇଟ୍‌-୧ ପୃ ୩୬୯ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୩:୧-୧୬ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୨୦)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୪ ପଏଣ୍ଟ ନଂ. ୫ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୭

  • “ପ୍ରେମ . . . ଅଧର୍ମରେ ଆନନ୍ଦ କରେ ନାହିଁ”: (୭ ମି.) ଆଲୋଚନା; ମନେ ରଖନ୍ତୁ ଯେ ପ୍ରେମ—ଅଧର୍ମରେ ଆନନ୍ଦ କରେ ନାହିଁ ନାମକ ଭିଡିଓ ଦେଖାନ୍ତୁ ।

  • “ପ୍ରେମ . . . ସମସ୍ତ ଭରସା କରେ”: (୮ ମି.) ଆଲୋଚନା; ମନେ ରଖନ୍ତୁ ଯେ ପ୍ରେମ—ସମସ୍ତ ଭରସା କରେ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ