ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମେ ପୃଷ୍ଠା ୬
  • ୨୩-୨୯ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୩-୨୯ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମେ ପୃଷ୍ଠା ୬

୨୩-୨୯ ମେ

୨ ଶାମୁୟେଲ ୪-୬

  • ଗୀତ ୧୩୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କୁ ଭୟ କରନ୍ତୁ, ତାଙ୍କୁ କ୍ରୋଧିତ କରନ୍ତୁ ନାହିଁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୬:୮, ୯—ଯେବେ ଯିହୋବା କ୍ରୋଧିତ ହେଲେ, ତେବେ ଦାଉଦ କʼଣ କଲେ ? ଏଥିରୁ ଆମେ କʼଣ ଶିଖୁ ? (ପ୍ର୯୬-ହି ୪/୧ ପୃ ୨୯ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୪:୧-୧୨ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୯)

  • ଭାଷଣ: (୫ ମି.) ପ୍ର୦୫-ହି ୧୦/୧ ପୃ ୨୩-୨୪ ¶୧୪-୧୫—ବିଷୟବସ୍ତୁ: “ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ପ୍ରଦାନ କର”—ପ୍ରକା ୧୪:୭. (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୪୩

  • “କʼଣ ଆପଣ ବିପତ୍ତିଗୁଡ଼ିକର ସାମନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ?”: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଭାଷଣ । ବିପତ୍ତିର ସାମନା କରିବାକୁ କʼଣ ଆପଣ ପ୍ରସ୍ତୁତ ଅଛନ୍ତି ? ନାମକ ଭିଡିଓ ଦେଖାନ୍ତୁ (ଭିଡିଓ > ବାଇବଲ) । ଏବିଷୟରେ ଯଦି ଶାଖା କାର୍ଯ୍ୟାଳୟ ଓ ପ୍ରାଚୀନମାନଙ୍କ ସମୂହ କିଛି ପରାମର୍ଶ ଦେଇଛନ୍ତି, ତେବେ ସେଗୁଡ଼ିକୁ ଦୋହରାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ