ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମେ ପୃଷ୍ଠା ୧୪
  • ୨୭ ଜୁନ୍‌–୩ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୭ ଜୁନ୍‌–୩ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମେ ପୃଷ୍ଠା ୧୪

୨୭ ଜୁନ୍‌–୩ ଜୁଲାଇ

୨ ଶାମୁୟେଲ ୧୫-୧୭

  • ଗୀତ ୧୨୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଅହଂକାର ଯୋଗୁଁ ଅବଶାଲୋମ ବିଦ୍ରୋହୀ ହୋଇଗଲା”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୧୬:୪—ଦାଉଦ ଯେପରି ତରବର ହୋଇ ନିଷ୍ପତ୍ତି ନେଲେ, ସେଥିରୁ ଆମେ କʼଣ ଶିଖୁ ? (ପ୍ର୧୮.୦୮-ହି ପୃ ୬ ¶୧୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୧୭:୧୭-୨୯ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୭)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୨) 

  • ଭାଷଣ: (୫ ମି.) ପ୍ର୦୯-ହି ୫/୧୫ ପୃ ୨୭-୨୮—ବିଷୟବସ୍ତୁ: ଇତ୍ତୟଙ୍କ ଭଳି ଉତ୍ସାହର ସହ ସେବା କରନ୍ତୁ—୨ଶାମୁ ୧୫:୧୯-୨୨. (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୬

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • “ପ୍ରେମ . . . ଅହଙ୍କାର କରେ ନାହିଁ”: (୧୦ ମି.) ଆଲୋଚନା; ମନେ ରଖନ୍ତୁ ଯେ ପ୍ରେମ ଅହଙ୍କାର କରେ ନାହିଁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୮୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ