ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୪
  • ୧୧-୧୭ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୪

୧୧-୧୭ ଜୁଲାଇ

୨ ଶାମୁୟେଲ ୨୦-୨୧

  • ଗୀତ ୬୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ନ୍ୟାୟର ଈଶ୍ୱର”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୨୧:୧୫-୧୭—ଏହି ପଦଗୁଡ଼ିକରେ ଦିଆଯାଇଥିବା ଘଟଣାରୁ ଆମେ କʼଣ ଶିଖୁ ? (ପ୍ର୧୩-ହି ୧/୧୫ ପୃ ୩୧ ¶୧୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୨୦:୧-୧୩ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଉଦାର—ଲୂକ ୬:୩୮ ନାମକ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୮

  • “ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—ଅଧିକ ଆବଶ୍ୟକ ହେଉଥିବା ଜାଗାକୁ ଯାଆନ୍ତୁ”: (୧୦ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ଅଧିକ ପ୍ରଚାରକ ଆବଶ୍ୟକ ହେଉଥିବା ଜାଗାରେ ଯାଆନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • “କଥାବାର୍ତ୍ତା କିପରି କରିବା ?” ଭାଗରେ ଦିଆଯାଇଥିବା ପରାମର୍ଶ: (୫ ମି.) ଜୀବନ ଓ ସେବା ସଭାର ଅଧ୍ୟକ୍ଷଙ୍କ ଦ୍ୱାରା ଭାଷଣ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ