ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୬
  • ୧୮-୨୪ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୬

୧୮-୨୪ ଜୁଲାଇ

୨ ଶାମୁୟେଲ ୨୨

  • ଗୀତ ୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କଠାରୁ ସାହାଯ୍ୟ ନିଅନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୨୨:୩୬—ଯେତେବେଳେ ଦାଉଦ କହିଲେ ଯେ ଯିହୋବାଙ୍କ ନମ୍ରତା ତାଙ୍କୁ ବୃଦ୍ଧିପ୍ରାପ୍ତ କରେ, ତେବେ ତାʼର ଅର୍ଥ କʼଣ ଥିଲା ? (ପ୍ର୧୨-ହି ୧୧/୧୫ ପୃ ୧୭ ¶୭)

    • ଏ ସପ୍ତାହର ଅଧ୍ୟାୟରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୨୨:୩୩-୫୧ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ଭାଷଣ: (୫ ମି.) ପ୍ର୦୬-ହି ୯/୧ ପୃ ୯ ¶୭-୮—ବିଷୟ: କʼଣ ଆମ ଉପରେ ଆସୁଥିବା ସବୁ ସମସ୍ୟା ପାଇଁ ଶୟତାନ ଦାୟୀ ଅଟେ ? (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨

  • ଯିହୋବାଙ୍କ ପରିତ୍ରାଣରେ ଆନନ୍ଦିତ ହୁଅ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଶ୍ରୀଲଙ୍କାରେ ଯୁଦ୍ଧ ସମୟରେ ଯିହୋବା ଭାଇ ଗଣେଶାଲିଙ୍ଗମ୍‌ଙ୍କ ପରିବାରର କିପରି ଯତ୍ନ ନେଲେ ? ଏହି ଅନୁଭୂତିରୁ ଆପଣଙ୍କ ବିଶ୍ୱାସ କିପରି ବଢ଼େ ?

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ଭାଗ ୧ରେ ଆପଣ କʼଣ ଶିଖିଲେ ?

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୬୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ