ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୭
  • ୨୫-୩୧ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୫-୩୧ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୭

୨୫-୩୧ ଜୁଲାଇ

୨ ଶାମୁୟେଲ ୨୩-୨୪

  • ଗୀତ ୭୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣଙ୍କ ବଳିଦାନ ପ୍ରକୃତରେ ଗୋଟିଏ ବଳିଦାନ ଅଟେ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୨୩:୧୫-୧୭—ଦାଉଦ ପାଣି ପିଇବା ପାଇଁ ମନା କାହିଁକି କଲେ ? (ପ୍ର୦୫-ହି ୫/୧୫ ପୃ ୧୯ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୨୩:୧-୧୨ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୯)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୫: ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୭

  • ନିଜ ଇଚ୍ଛାରେ ବଳିଦାନ ଚଢ଼ାନ୍ତୁ (ଗୀତ. ୫୪:୬): (୯ ମି.) ଭିଡିଓ ଦେଖାନ୍ତୁ ।

  • ଯିହୋବାଙ୍କ ମିତ୍ର ହୁଅ—ନିଜଠାରୁ ଅଧିକ ଅନ୍ୟମାନଙ୍କ ବିଷୟରେ ଭାବ: (୬ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ସୋନୁ ଓ ରିଙ୍କିକୁ କʼଣ କରିବାର ଇଚ୍ଛା ଥିଲା, କିନ୍ତୁ ସେମାନେ କʼଣ କଲେ ? ସୋନୁ ଯୀଶୁଙ୍କଠାରୁ କʼଣ ଶିଖିଲା ? ଯିହୋବାଙ୍କୁ ଖୁସି କରିବା ପାଇଁ କିମ୍ବା କାହାରିକୁ ସାହାଯ୍ୟ କରିବା ପାଇଁ କʼଣ ଆପଣ ନିଜ ପସନ୍ଦର କୌଣସି କାମ ଛାଡ଼ିଛନ୍ତି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୩ ଏବଂ ଅଧିକ ବିବରଣୀ ୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ