ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୮
  • ୧-୭ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧-୭ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୮

୧-୭ ଅଗଷ୍ଟ

୧ ରାଜାବଳୀ ୧-୨

  • ଗୀତ ୯୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣ ନିଜ ଭୁଲରୁ ଶିଖନ୍ତି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୨:୩୭, ୪୧-୪୬—ଶିମୀୟିର ଭୁଲରୁ ଆମେ କʼଣ ଶିଖୁ ? (ପ୍ର୦୫-ହି ୭/୧ ପୃ ୩୦ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୧:୨୮-୪୦ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ସଭାକୁ ନିମନ୍ତ୍ରଣ କରନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

  • ଭାଷଣ: (୫ ମି.) ରାଜ୍ୟ ସେବା (ହିନ୍ଦୀ) ୧/୧୫ ପୃ ୨ ¶୧-୩—ବିଷୟ: ଯେଉଁମାନେ ଭଲଭାବେ ପ୍ରଚାର କରନ୍ତି ସେମାନଙ୍କଠାରୁ ଶିଖନ୍ତୁ । (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୪

  • “ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—‘ରାଜ୍ୟ ପ୍ରଚାରକଙ୍କ ପାଇଁ ସ୍କୁଲ’ ପାଇଁ ଯାଆନ୍ତୁ”: (୭ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ରାଜ୍ୟ ପ୍ରଚାରକଙ୍କ ପାଇଁ ସ୍କୁଲକୁ ଯାଆନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • “ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—ସଂଗଠନର ନିର୍ମାଣ କାମରେ ଭାଗ ନିଅନ୍ତୁ”: (୮ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ସଂଗଠନର ନିର୍ମାଣ କାମରେ ଭାଗ ନିଅନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ