ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୧୦
  • ୮-୧୪ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୮-୧୪ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୧୦

୮-୧୪ ଅଗଷ୍ଟ

୧ ରାଜାବଳୀ ୩-୪

  • ଗୀତ ୮୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ବୁଦ୍ଧି ବହୁମୂଲ୍ୟ ଅଟେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୪:୨୦—ଇସ୍ରାଏଲୀୟମାନଙ୍କ ଜନସଂଖ୍ୟା “ସମୁଦ୍ରତୀରସ୍ଥ ବାଲୁକା” ପରି ହୋଇଗଲା । ଏହାର ଅର୍ଥ କʼଣ ? (ପ୍ର୯୮-ହି ୨/୧ ପୃ ୧୧ ¶୧୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୩:୧-୧୪ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୬ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୨)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୭

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—ଉଦାର ହୁଅନ୍ତୁ: (୫ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ଯିହୋବାଙ୍କ କାମ ପାଇଁ ‘କିଛି କିଛି ସଞ୍ଚୟ କରି ରଖନ୍ତୁ’ ନାମକ ଭିଡିଓ ଦେଖାନ୍ତୁ । ତାʼପରେ ଏ ପ୍ରଶ୍ନ ପଚାରନ୍ତୁ: ସେହି ପତିପତ୍ନୀ ଉଦାର ହୋଇ କʼଣ କʼଣ କଲେ ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୫ ଏବଂ ଅଧିକ ବିବରଣୀ ୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ