ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୧୪
  • ୨୯ ଅଗଷ୍ଟ–୪ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୯ ଅଗଷ୍ଟ–୪ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୧୪

୨୯ ଅଗଷ୍ଟ–୪ ସେପ୍ଟେମ୍ବର

୧ ରାଜାବଳୀ ୮

  • ଗୀତ ୪୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଶଲୋମନଙ୍କ ପ୍ରାର୍ଥନା—ହୃଦୟରୁ ଓ ନମ୍ରତାର ସହ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୮:୨୭—ଶଲୋମନଙ୍କ ଏହି ଶବ୍ଦଗୁଡ଼ିକର ଅର୍ଥ କʼଣ ? (ଇନସାଇଟ୍‌-୧ ପୃ ୧୦୬୦ ¶୪)

    • ଏ ସପ୍ତାହର ଅଧ୍ୟାୟରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୮:୩୧-୪୩ (ଶିଖାଇବା ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୧୫)

  • ଭାଷଣ: (୫ ମି.) ରାଜ୍ୟ ସେବା (ହିନ୍ଦୀ) ୫/୧୦ ପୃ ୪—ବିଷୟବସ୍ତୁ: ଖ୍ରୀଷ୍ଟିୟାନମାନଙ୍କୁ ପ୍ରଚାର କାମ ବିଷୟରେ ପ୍ରାର୍ଥନା କରିବା ଉଚିତ୍‌ । (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୪

  • “କʼଣ ଆପଣ ଧ୍ୟାନ ଦିଅନ୍ତି ଯେ ଯିହୋବା କିପରି ଆପଣଙ୍କ ପ୍ରାର୍ଥନାର ଉତ୍ତର ଦିଅନ୍ତି ?”: (୧୫ ମି.) ଆଲୋଚନା; ଯିହୋବା ‘ପ୍ରାର୍ଥନା ଶ୍ରବଣକାରୀ’ ଅଟନ୍ତି ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୮ ପଏଣ୍ଟ ନଂ. ୧-୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୦୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ