୫-୧୧ ସେପ୍ଟେମ୍ବର
୧ ରାଜାବଳୀ ୯-୧୦
ଗୀତ ୧୦ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବାଙ୍କ ବୁଦ୍ଧି ପାଇଁ ତାଙ୍କ ପ୍ରଶଂସା କରନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ରାଜା ୧୦:୧୦, ୧୪—ଆମେ କିପରି ଜାଣୁ ଯେ ରାଜା ଶଲୋମନଙ୍କ ପାଖରେ ସତରେ ସେତେ ସୁନା ଥିଲା, ଯେତେ ବାଇବଲରେ ଦିଆଯାଇଛି ? (ପ୍ର୦୮-ଇଂ ୧୧/୧ ପୃ ୨୨ ¶୪-୬)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ରାଜା ୧୦:୧-୧୩ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଖୁସିଭରା ଜୀବନ—ଗୀତ ୩୭:୨୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ “ବାଇବଲ ଅଧ୍ୟୟନ ଆରମ୍ଭ କରିବାର ଅଭିଯାନ” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)
ପ୍ରଥମ ସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ “ବାଇବଲ ଅଧ୍ୟୟନ ଆରମ୍ଭ କରିବାର ଅଭିଯାନ” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“JW.ORG ୱେବସାଇଟ୍ରେ ପାଆନ୍ତୁ ବୁଦ୍ଧିଭରା ପରାମର୍ଶ”: (୮ ମି.) ଆଲୋଚନା; ସମସ୍ତଙ୍କୁ ପ୍ରୋତ୍ସାହନ ଦିଅନ୍ତୁ ଯେ ସେମାନେ jw.org ୱେବସାଇଟ୍କୁ ଯାʼନ୍ତୁ । ସେଥିରେ ବାଇବଲରୁ ପରାମର୍ଶ ଦିଆଯାଇଛି ଯେ ପ୍ରତିଦିନ ଆସୁଥିବା ସମସ୍ୟାର ସାମନା ଆମେ କିପରି କରିପାରିବା ।
ମଣ୍ଡଳୀର ଆବଶ୍ୟକତା: (୭ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୮ ପଏଣ୍ଟ ନଂ. ୬-୭ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୦୬ ଏବଂ ପ୍ରାର୍ଥନା