ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ସେପ୍ଟେମ୍ବର ପୃଷ୍ଠା ୬
  • ୧୯-୨୫ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୯-୨୫ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ସେପ୍ଟେମ୍ବର ପୃଷ୍ଠା ୬

୧୯-୨୫ ସେପ୍ଟେମ୍ବର

୧ ରାଜାବଳୀ ୧୩-୧୪

  • ଗୀତ ୨୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସନ୍ତୁଷ୍ଟ କାହିଁକି ରହିବା ଏବଂ ନିଜ ସୀମା ଭିତରେ କାହିଁକି ରହିବା ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୧୪:୧୩—ଏହି ପଦରୁ ଆମକୁ ଯିହୋବାଙ୍କ ବିଷୟରେ କʼଣ ଜଣାପଡ଼େ ? (ପ୍ର୧୧-ହି ୧/୧ ପୃ ୨୧ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୧୩:୧-୧୦ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ “ବାଇବଲ ଅଧ୍ୟୟନ ଆରମ୍ଭ କରିବାର ଅଭିଯାନ” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୭)

  • ପୁନଃସାକ୍ଷାତ: (୪ ମି.) ଜଣେ ବ୍ୟକ୍ତିଙ୍କ ସହ ଅନେକ ଥର ପୁନଃସାକ୍ଷାତ କରିଛନ୍ତି ଏବଂ ସେ ଆହୁରି ଅଧିକ ଜାଣିବାକୁ ଚାହାନ୍ତି । ତାଙ୍କ ସହ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ପାଠ ୦୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୯)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୭ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୧୮

  • “ଅଭାବ ଅସୁବିଧା ସତ୍ତ୍ୱେ ହାର ନ ମାନିବା”: (୧୫ ମି.) ଆଲୋଚନା; ଏପରି ଘର ତିଆରି କରନ୍ତୁ ଯାହା ଭାଙ୍ଗିବ ନାହିଁ—‘ଆପଣଙ୍କ ପାଖରେ ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ’ ରହନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୯ ପଏଣ୍ଟ ନଂ. ୫-୬ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ