ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ସେପ୍ଟେମ୍ବର ପୃଷ୍ଠା ୧୦
  • ୧୦-୧୬ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୦-୧୬ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ସେପ୍ଟେମ୍ବର ପୃଷ୍ଠା ୧୦

୧୦-୧୬ ଅକ୍ଟୋବର

୧ ରାଜାବଳୀ ୧୯-୨୦

  • ଗୀତ ୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସାହସ ପାଇବା ପାଇଁ ଯିହୋବାଙ୍କ ପାଖକୁ ଯାʼନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୧୯:୧୯-୨୧—ଯେବେ ଆମକୁ ଯିହୋବାଙ୍କ ସେବା ସହ ଜଡ଼ିତ କୌଣସି ନୂଆ ଦାୟିତ୍ୱ ଦିଆଯାଏ, ତେବେ ଏହି ଘଟଣାରୁ ଆମେ କʼଣ ଶିଖୁ ? (ପ୍ର୯୭-ହି ୧୧/୧ ପୃ ୩୧ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୧୯:୧-୧୪ (ଶିଖାଇବା ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଭଲ ପରାମର୍ଶ—ଯିଶା ୪୮:୧୭, ୧୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୧୮)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୭ ପଏଣ୍ଟ ନଂ. ୭ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୪୫

  • ସଠିକ୍‌ ଦୃଷ୍ଟିକୋଣ ବଜାୟ ରଖନ୍ତୁ: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ସଠିକ୍‌ ଦୃଷ୍ଟିକୋଣ ବଜାୟ ରଖିବା ପାଇଁ ଆମେ ବାଇବଲର କେଉଁ ସିଦ୍ଧାନ୍ତ ମନେ ରଖିପାରିବା ? ଯିହୋବା ଏଲୀୟଙ୍କ ସାହସ କିପରି ବାନ୍ଧିଲେ ? ଯିହୋବା କିପରି ଆମକୁ ସାହସ ଦିଅନ୍ତି ଏବଂ ଆମର ଯତ୍ନ ନିଅନ୍ତି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ