ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ନଭେମ୍ବର ପୃଷ୍ଠା ୨
  • ୭-୧୩ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୭-୧୩ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ନଭେମ୍ବର ପୃଷ୍ଠା ୨

୭-୧୩ ନଭେମ୍ବର

୨ ରାଜାବଳୀ ୫-୬

  • ଗୀତ ୫୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସେମାନଙ୍କ ସହ ଯେତେ ଅଛନ୍ତି ତାʼଠାରୁ ଅଧିକ ଆମ ସହ ଅଛନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୫:୧୫, ୧୬—ଇଲୀଶାୟ, ନାମାନ୍‌ର ଉପହାର କାହିଁକି ନେଲେ ନାହିଁ ? ଏଥିରୁ ଆମେ କʼଣ ଶିଖୁ ? (ପ୍ର୦୫-ହି ୮/୧ ପୃ ୯ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୫:୧-୧୪ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଶିକ୍ଷା—ହିତୋ ୨୨:୬ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୮ ¶୧ ଏବଂ ପଏଣ୍ଟ ନଂ. ୧-୩ (ଶିଖାଇବା ଅଧ୍ୟୟନ ୧୫)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୭

  • “ଦାନ କର”: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଆଲୋଚନା । ଆପଣଙ୍କ ଉଦାରତା ଆମେ କେବେ ଭୁଲିବା ନାହିଁ ନାମକ ଭିଡିଓ ଦେଖାନ୍ତୁ । ମଣ୍ଡଳୀର ଭାଇଭଉଣୀମାନେ ଅଲଗା ଅଲଗା ଉପାୟରେ ଦାନ କରନ୍ତି । ଏପରି କରିବା ଅନେକଙ୍କ ଅଭ୍ୟାସ ହୋଇଯାଇଛି । ତାʼପାଇଁ ଭାଇଭଉଣୀମାନଙ୍କ ପ୍ରଶଂସା କରନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୬

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ